ରାମ ମନ୍ଦିର ପାଇଁ ଚାନ୍ଦା ଆଦାୟ କରୁଥିବା ଆରଏସଏସ ସଞ୍ଚାଳକଙ୍କୁ ଗୁଳିମାଡ଼
କୋଟା: ଅଯୋଧ୍ୟାରେ ନିର୍ମାଣ କରାଯାଉଥିବା ଭବ୍ୟ ରାମ ମନ୍ଦିର ଲାଗି ଚାନ୍ଦା ଆଦାୟ କରାଯାଉଛି। ଏହି ଅଭିଯାନ ଅଧୀନରେ ରାଜସ୍ଥାନର କୋଟାରେ ଆରଏସଏସର ଜିଲା ସଂଘ ସଞ୍ଚାଳକ ଦୀପକ ଶାହ ଚାନ୍ଦା ଆଦାୟ କରୁଥିବାବେଳେ ତାଙ୍କୁ ଗୁଳିମାଡ଼ କରାଯାଇଛି। କିଛି ବ୍ୟକ୍ତି ତାଙ୍କୁ ଚାନ୍ଦାୟ ବନ୍ଦ କରିବାକୁ!-->…
Read More...
Read More...