ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ଆଉ ୨୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ନୂତନ!-->…
Read More...
Read More...