ମୁରଦାବାଦରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ମୁରାଦାବାଦ : ଉତ୍ତରପ୍ରଦେଶର ମୁରାଦାବାଦ ଜିଲାରେ ଏକ ବଡ ଧରଣର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଶନିବାର ଜଣାପଡ଼ିଛି। ଏକ କଣ୍ଟେନର ଟ୍ରକ ଓ ବସ ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି!-->…
Read More...
Read More...