୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର
ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ପୁଣି କଠୋର ହେଲେ ରାଜ୍ୟ ସରକାର। ଦୁର୍ନୀତି ଓ ଅପରାଗତା ପାଇଁ ଆଉ ୯ ଜଣ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ୯ ଜଣଙ୍କ ମଧ୍ୟରୁ ୭ ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ରହିଛି। ଅନ୍ୟ ୨ ଅଧିକାରୀଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
!-->!-->…
Read More...
Read More...