ଆସିଲା ଚଳିତ ବର୍ଷର ଅର୍ଥନୀତିକ ସର୍ଭେ ରିପୋର୍ଟ
ନୂଆଦିଲ୍ଲୀ: ପୂର୍ଣ୍ଣାଙ୍ଗ ବଜେଟ୍ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଚଳିତ ବର୍ଷର ଅର୍ଥନୀତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। କରୋନା ସଙ୍କଟ ଯୋଗୁ ଦେଶର ଅର୍ଥନୀତି କେମିତି ପ୍ରଭାବିତ ହୋଇଛି, ତା’ହା ଏହି ସର୍ଭେକ୍ଷଣ ରିପୋର୍ଟରୁ ସ୍ପଷ୍ଟ ହୋଇଯାଇଛି।!-->…
Read More...
Read More...