ବ୍ରିସବେନରେ ଭାରତର ବାଜିମାତ୍
ବ୍ରିସ୍ବେନ୍: ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍ରେ ଭାରତ ରୋମାଞ୍ଚକର ବିଜୟ ହାସଲ କରିଛି । ୪ ମ୍ୟାଚ ବିଶିଷ୍ଟ ଏହି ଟେଷ୍ଟ ସିରିଜରେ ୨-୧ ରେ ଭାରତ ସିରିଜ ଜତିଛି। ପନ୍ତଙ୍କ ୧୩୮ ବଲରେ ୯ ଚୌକା ଓ ୧ ଛକା ସହ ଅପରାଜିତ ୮୯ ରନ୍ର ଇନିଂସ୍, ଗିଲ୍ ୧୪୬ ବଲରେ ୯୧ ଓ ପୂଜାରାଙ୍କ ୫୬ ରନର ଉପଯୋଗୀ!-->…
Read More...
Read More...