ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍
ଭୁବନେଶ୍ୱର : ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍। ୧୬ ନମ୍ବର ଜାତୀୟ ରାଜପଥରେ ସହିଦନଗର-ସତ୍ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଏହି ଫୁଟ୍ ଓଭର ବ୍ରିଜ୍। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଏଆଇ) ପକ୍ଷରୁ ଚିଠି ଆସିଛି। ଭୁବନେଶ୍ୱର ସ୍ଥିତ ଜାତୀୟ ରାଜପଥ!-->…
Read More...
Read More...