ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ବାଙ୍କୀ ପ୍ରଶାସନର ପ୍ରସ୍ତୁତି ବୈଠକ
ବାଙ୍କୀ : ବାଙ୍କୀ ଉପଖଣ୍ଡସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବାଙ୍କୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶାରଦା ପ୍ରସାଦ ମହାନ୍ତିଙ୍କ ସଂଚାଳନରେ ଅନୁଷ୍ଠିତ!-->…
Read More...
Read More...