ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ
ଆସନ୍ତା ୧୬ ତାରିଖରେ ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଅରମ୍ଭ ହେବାକୁ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହ ବିଚାରବିମର୍ଶ କରିବେ । ଏହି ଆଲୋଚନାରେ ଦେଶରେ କରୋନା ମହାମାରୀର ସ୍ଥିତି ଏବଂ ଟିକାକରଣ ପ୍ରସଙ୍ଗସ୍ଥାନ ପାଇବ । ଟୀକାକରଣ!-->…
Read More...
Read More...