ଉତ୍ତରକାଶିରେ ଭୂକମ୍ପ
ଉତ୍ତରକାଶି : ଗୋଟିଏ ଦିନ ପୂର୍ବରୁ ଉତ୍ତରାଖଣ୍ଡର ବାଗେଶ୍ୱର ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବାବେଳେ ଶନିବାର ଉତ୍ତରକାଶିରେ ଭୂକମ୍ପ ହୋଇଛି। ଶନିବାର ପୂର୍ବାହ୍ନ ୧୧ଟା ୨୭ ମିନିଟ୍ରେ ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ଜୋରରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଭୂକମ୍ପର!-->…
Read More...
Read More...