Browsing Category

ପ୍ରମୁଖ ଖବର

ମାଗୁଣି ଚରଣଙ୍କୁ ପଦ୍ମଶ୍ରୀ

ନୂଆଦିଲ୍ଲୀ : କଣ୍ଢେଇ ନୃତ୍ୟଗୁରୁ ମାଗୁଣି ଚରଣ କୁଅଁରଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି । ବୁଧବାର ସଂଧ୍ୟାରେ ରାଷ୍ଟ୍ରପତି ଭବନ ଦରବାର ହଲରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ୨୦୨୩ ବର୍ଷ ପାଇଁ ଘୋଷିତ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଥିଲା ।
Read More...

ମନମୋହନ ବିଜେପି ସଭାପତି

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କୁ ଆଜି ରାଜ୍ୟ ଶାଖା ବିଜେପିର ସଭାପତି ଭାବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତ କରିଛନ୍ତି । ସେ ଦଳର ବିଦାୟୀ ସଭାପତି ସମୀର ମହାନ୍ତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ । ଆସନ୍ତା ୨୦୨୪ ବିଧାନସଭା
Read More...

ନବୀନଙ୍କୁ ଭେଟିଲେ ମମତା

ଭୁବନେଶ୍ୱର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ସାକ୍ଷାତ କରିଛନ୍ତି । ଆଜି ପୁରୀରେ ଦୁଇଦିନିଆ ଗସ୍ତ ସମାପନ କରି ସେ ସଡକପଥରେ ଭୁବନେଶ୍ୱର ଆସିଥିଲେ । ନବୀନଙ୍କୁ ଶାଲ୍ ଉପହାର ଦେଇଛନ୍ତି । ସେହିପରି
Read More...

ଛତିଶଗଡ଼ ବିଧାନସଭାରେ ସାମ୍ବାଦିକ ସୁରକ୍ଷା ବିଲ ପାରିତ

ଉମରକୋଟ : ସାମ୍ବାଦିକଙ୍କ ସୁରକ୍ଷା ପାଇଁ ଛତିଶଗଡ଼ର କଂଗ୍ରେସର ଭୂପେଶ ବାଘେଲ ସରକାର ପଦକ୍ଷେପ ନେଇଛନ୍ତି । ଛତିଶଗଡ ବିଧାନସଭା ବୁଧବାର ‘ଛତିଶଗଡ ମିଡିଆ ପର୍ସନ ସୁରକ୍ଷା ବିଲ୍ ୨୦୨୩' ପାରିତ କରିଛି । ଯାହା ଗଣମାଧ୍ୟମ ବ୍ୟକ୍ତିମାନଙ୍କୁ ସୁରକ୍ଷା ଯୋଗାଇବ । ସେମାନଙ୍କ ପ୍ରତି ହେଉଥିବା
Read More...

ମାନହାନି ମାମଲାରେ ରାହୁଲଙ୍କୁ ଦୁଇ ବର୍ଷ ଜେଲ ପରେ ବେଲ୍

ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ହୋଇଛି । ଏହାପରେ ରାହୁଲଙ୍କୁ ଅବଶ୍ୟ
Read More...

ଆମେରିକାର ବଡ଼ ପଦରେ ଓଡ଼ିଶାର ବୋହୁ

ଭୁବନେଶ୍ୱର : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ ଆଜି ଭାରତୀୟ-ଆମେରିକୀୟ ନିଶା ଦେଶାଇ ବିଶ୍ୱାଳଙ୍କୁ ଆମେରିକାର ଇଣ୍ଟରନ୍ୟାସନାଲ୍ ଡେଭେଲପ୍ମେଣ୍ଟ୍ ଫାଇନାନ୍ସ କଂପାନିର ଡେପୁଟି ସିଇଓ ଭାବେ ମନୋନୀତ କରିଛନ୍ତି । ସେଥିପାଇଁ ସେ ରାଷ୍ଟ୍ରପତି ବାଇଡେନ୍ ଙ୍କୁ କୃତଜ୍ଞତା ଜଣାଇଛନ୍ତି । ନିଶା
Read More...

କୋଟାଭାଲାସା-କୋରାପୁଟ-କିରାଣ୍ଡୁଲ (କେକେ) ରେଳ ଲାଇନ ଦୋହରୀକରଣରେ ଆଉ ଏକ ମାଇଲ ଖୁଣ୍ଟ

● 445 କିମି ମଧ୍ୟରୁ ଏପର୍ଯ୍ୟନ୍ତ 237  କିମି ଦୋହରୀକରଣ କାର୍ଯ୍ୟ କାର୍ଯ୍ୟକ୍ଷମ |● ଛତ୍ରିପୁଟ-ମାଲିଗୁଡା (6.95 କିମି) ରେଳ ସେକ୍ସନ ଆଜି ରେଳ ନିରାପତ୍ତା ଆୟୁକ୍ତଙ୍କ ଦ୍ୱାରା ନୀରିକ୍ଷଣ କରାଯାଇଛି ଏବଂ ଟ୍ରେନ୍ ଚଳାଚଳ ପାଇଁ ସ୍ୱୀକୃତି ଦିଆଯାଇଅଛି | ଭୁବନେଶ୍ୱର : ବର୍ତ୍ତମାନ
Read More...

ଷ୍ଟେଟ ବ୍ୟାଙ୍କ ଦ୍ଵାରା କୋଣାର୍କ କ୍ୟାନ୍ସର ଫାଉଣ୍ଡେସନକୁ ଆମ୍ବୂଲାନ୍ସ ଦାନ

ଭୁବନେଶ୍ୱର : ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ମଣ୍ଡଳ ଦ୍ଵାରା ତା ୨୨ ମାର୍ଚ ୨୦୨୩ ଦିନ କୋଣାର୍କ କ୍ୟାନ୍ସର ଫାଉଣ୍ଡେସନକୁ ଏକ ଆମ୍ବୁଲାନ୍ସ ଦାନ କରାଯାଇଛି । କୋଣାର୍କ କ୍ୟାନ୍ସର ଫାଉଣ୍ଡେସନ ଓଡିଶାର କ୍ୟାନ୍ସର ରୋଗୀମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇବାରେ ଅଗ୍ରଣୀ ଭୂମିକା
Read More...

ଆଦିବାସୀ ଲୋକନୃତ୍ୟର ସଂରକ୍ଷଣ ଏବଂ ପ୍ରୋତ୍ସାହନ ନିମନ୍ତେ ଉତ୍କଳ ଆଲୁମିନା ପକ୍ଷରୁ ‘ଆମ ନୃତ୍ୟ ଆମ ସଂସ୍କୃତି-୨୦୨୩’…

ଟିକିରି/ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପ୍‍ ଅନ୍ତର୍ଗତ ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ୍‍ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ ଆଦିବାସୀ ଲୋକନୃତ୍ୟ ‘ଧିମ୍‍ସା’ର ସଂରକ୍ଷଣ ଏବଂ ତାହାକୁ ପ୍ରୋତ୍ସାହିତ କରିବା ନିମନ୍ତେ ପ୍ରତିବଦ୍ଧ । ବିଗତ ନଅବର୍ଷ
Read More...

ଅନୁଗୁଳ-ସୁକିନ୍ଦା ରେଳ ଲାଇନ ପ୍ରକଳ୍ପ

● ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ବାଘୁଆପାଳ-ବୁଢାପଙ୍କ ରେଳ ସେକ୍ସନ ନୀରିକ୍ଷଣ |● ବିଭିନ୍ନ ସୁବିଧା ଏବଂ ଟ୍ରାଫିକ୍ ଓ ଭିତ୍ତିଭୂମି ସମ୍ବନ୍ଧୀୟ ସମସ୍ୟାଗୁଡିକ ସମୀକ୍ଷା | ଭୁବନେଶ୍ୱର : ପୂର୍ବତଟ ରେଳପଥ (ଇକୋର) ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଆଜି ଅନୁଗୁଳ-ସୁକିନ୍ଦା ରେଳ
Read More...