Browsing Category

ପ୍ରମୁଖ ଖବର

ଦେଶରେ ଆରମ୍ଭ ହେଲା ପ୍ରାକ୍‌-ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ: ଦେଶରେ କରୋନା ଟିକାକରଣ ଲାଗି ଟିକାକୁ ମଞ୍ଜୁରୀ ମିଳିସାରିଛି। ତେଣୁ ଖୁବଶୀଘ୍ର ଦେଶବ୍ୟାପୀ ଟିକାକରଣ ଆରମ୍ଭ ହେବ। ତେବେ ଏହା ପୂର୍ବରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତତ୍ତ୍ଵାବଧାନରେ ଦେଶବ୍ୟାପୀ ପ୍ରାକ୍‌-ଟିକାକରଣ ଅଭ୍ୟାସ ଶନିବାରଠାରୁ ଆରମ୍ଭ ହୋଇଛି। ଦେଶର ସମସ୍ତ
Read More...

ନୂଆ ବର୍ଷରେ ଶସ୍ତା ଘରର ଉପହାର : ସମସ୍ତଙ୍କୁ ମିଳିବ ବାସଗୃହ – ପ୍ରଧାନମନ୍ତ୍ରୀ

ନୂଆଦିଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ବାସଗୃହ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଗରିବ ଲୋକମାନଙ୍କ ଦୁର୍ଦ୍ଦଶାର ଅବସାନ ଘଟାଇବା ପାଇଁ ଏହା ପ୍ରକୃଷ୍ଟ ସମୟ ବୋଲି କହିଛନ୍ତି। ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ୬ଟି ରାଜ୍ୟରେ ଗ୍ଲୋବାଲ ହାଉସିଂ ଟେକ୍ନୋଲୋଜି ଚାଲେଞ୍ଜ
Read More...

୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ସରକାରଙ୍କର ନିର୍ଦ୍ଦେଶ, ଆସନ୍ତାକାଲିଠାରୁ ଦେଶ ବ୍ୟାପି ଡ୍ରାଏ ରନ୍

ନୂଆଦିଲ୍ଲୀ :  ଦେଶରେ କୋଭିଡ୍‍ ପ୍ରତିଷେଧକ ଟିକା ପ୍ରଦାନ ଲାଗି କେନ୍ଦ୍ର ସରକାର ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଇତିମଧ୍ୟରେ ୩୫କୋଟି ସିରିଞ୍ଜ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି। ପ୍ରାଥମିକତା
Read More...

ଫାଇଜର କରୋନା ଟିକାର ଜରୁରୀକାଳୀନ ବ୍ୟବହାରକୁ ‘ହୁ’ର ଅନୁମୋଦନ

ୱାଶିଂଟନ : ବୈଶ୍ବିକ ମହାମାରୀ କରୋନା ଭୂତାଣୁର ବୃଦ୍ଧି ପାଉଥିବା ସଂକ୍ରମଣ ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ‘ହୁ’ ଫାଇଜର ଏବଂ ବାଇନୋଟେକର କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର କରିବାକୁ ଅନୁମତି ଦେଇଛି। ବିଶ୍ବ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ପ୍ରଥମ ଥର ପାଇଁ କୌଣସି ଏକ ଟିକାକୁ ମାନ୍ୟତା
Read More...

ଜାତିସଂଘ ସୁରକ୍ଷା ପରିଷଦରେ ଆଜିଠାରୁ ଅସ୍ଥାୟୀ ସଦସ୍ୟ ଭାବେ ଯୋଗଦେବେ ଭାରତ

ୱାଶିଂଟନ : ଜାତିସଂଘ ସୁରକ୍ଷା ପରିଷଦରେ ବ୍ୟାପକ ସହଯୋଗର ଆବଶ୍ୟକତା ଉପରେ ଆଲୋକପାତ କରି ଭାରତ କହିଛି ଯେ ଅସ୍ଥାୟୀ ସଦସ୍ୟ ଭାବରେ କାର୍ୟ୍ୟ କରିବା ସମୟରେ ଭାରତ ମାନବିକ ଅଧିକାର ତଥା ବିକାଶ ଭଳି ମୂଳ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବ। ମିଳିତ ଜାତିସଂଘର ରାଷ୍ଟ୍ରଦୂତ ଟି.ଏସ୍
Read More...

ପୁରୀରେ ବିମାନବନ୍ଦର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ବର : ପୁରୀରେ ଏକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ଏଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାମରେ ଏହି ଆନ୍ତର୍ଜାତୀୟ ବିମାନ ବନ୍ଦର
Read More...

ରାଜ୍ୟରେ୨୪୫ କରୋନା ସଂକ୍ରମିତ ଚିହ୍ନଟ, ୩ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଯାଇଛି।
Read More...

୧୯ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲେ ଅବକାରୀ ଓ ବନ ବିଭାଗ

ମୋହନା: ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତପନ କୁମାର ପଟ୍ଟନାୟକ ନିଦେ୍ର୍ଧଶକ୍ରମେ ରା.ଉଦୟଗିରି ଏସଡିପିିଓ ଦିଲ୍ଲିପ କୁମାର ନାୟକଙ୍କ ତତ୍ୱବଧାନ ଓ ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକଙ୍କ ନେତୃତ୍ୱରେ ମୋହନା ଥାନା ଅନ୍ତର୍ଗତ କଳାମେରୀ ମୌଜା ମଧୁରଆର, ଗ୍ରାମ ନିକଟ ଦୁର୍ଗମ ପାହାଡ
Read More...

ଦେଢ଼ ମାସ ପରେ ଆଉ କୋହଳ ନାହିଁ

ନୂଆଦିଲ୍ଲୀ: ଜାନୁଆରୀ ୧ରୁ ଫାଷ୍ଟଟ୍ୟାଗ୍ ବ୍ୟବହାର ଅନିର୍ବାର୍ଯ୍ୟ ଥିଲା। ଏବେ ଏହାର ଅବଧି ଦେଢ଼ ମାସ ପାଇଁ ବଢ଼ାଇଛନ୍ତି କେନ୍ଦ୍ର ସରକାର। ଅର୍ଥାତ୍ ପେବୃଆରୀ ୧୫ରୁ ଫାଷ୍ଟଟ୍ୟାଗ ବ୍ୟବହାର ଅନିର୍ବାର୍ଯ୍ୟ ହେବ। ଫାଷ୍ଟଟ୍ୟାଗ ଲାଗିଥିଲେ ଟୋଲ୍ ପ୍ଲାଜା ଅତିକ୍ରମ କରିବା ବେଳେ ଅଟୋମେଟିକ ଦେୟ
Read More...

ସାରା ରାଜ୍ୟରେ ‘ନାଇଟ କର୍ଫ୍ୟୁ’

ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା କରୋନା କଟକଣା । କରୋନାର ନୂଆ ଷ୍ଟ୍ରେନକୁ ଦେଖି ସାରା ରାଜ୍ୟରେ ନାଇଟ କର୍ଫ୍ୟୁ ଲାଗୁ ହୋଇଛି । ଆଜି ରାତି ୧୦ଟାରୁ କାଲି ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି ସରକାର । ଏନେଇ  ଟୁଇଟ କରି ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ତେବେ ଏହି
Read More...