Browsing Category

ପ୍ରମୁଖ ଖବର

ପୁଣେ ପଠାଗଲା ବ୍ରିଟେନ ଫେରନ୍ତାଙ୍କ ସ୍ବାବ୍ ନମୁନା

ଭୁବନେଶ୍ଵର: ବ୍ରିଟେନରେ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହେବା ପରେ ଏହାକୁ ନେଇ ଚାରିଆଡ଼େ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଭୁବନେଶ୍ଵରକୁ ବ୍ରିଟେନରୁ ଜଣେ ବ୍ୟକ୍ତି ଫେରିବା ଏବଂ ସେ କରୋନା ପଜିଟିଭ୍‌ ବାହାରିବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…
Read More...

ଜାମ୍ମୁରୁ ୪ ଆତଙ୍କବାଦୀ ଗିରଫ

ଜାମ୍ମୁ: ଜାମ୍ମୁ-କାଶ୍ମୀରରୁ ଗୁରୁବାର ୪ ଆତଙ୍କବାଦୀ ଗିରଫ ହୋଇଛନ୍ତି। ସେନା ପକ୍ଷରୁ ଅବନ୍ତୀପୋରା ଜିଲାରେ ସର୍ଚ୍ଚ ଅପରେଶନ ଜାରି ରହିଥିବାବେଳେ ଏହି ଆତଙ୍କବାଦୀମାନେ ଧରାପଡ଼ିଛନ୍ତି। ସମସ୍ତ ଆତଙ୍କବାଦୀ ଅଲ-ବଦର ସଂଗଠନର ବୋଲି ଜଣାପଡ଼ିଛି। ଗିରଫଦାରି ପରେ ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍‌…
Read More...

୨୨ ଜିଲାରୁ ୨୬୩ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । ଦୀର୍ଘଦିନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ମଧ୍ୟରେ ସୀମିତ ରହିଛି। କିଛି ସପ୍ତାହ ହେବ ୨୭ ଜିଲାରୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ୨୨ ଜିଲାରୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟ ୮ ଜିଲାରୁ ନୂଆ ପଜିଟିଭ…
Read More...

୧୧ଟି ସହରରେ ତାପମାତ୍ରା ୧୦ ଡିଗ୍ରି ତଳେ

ଭୁବନେଶ୍ବର: ଆଜି ରାଜ୍ୟର ୧୧ଟି ସହରରେ ତାପମାତ୍ରା ୧୦ ଡିଗ୍ରି ତଳେ ଥିବା ଜଣାଯାଇଛି। ଏଥିମଧ୍ୟରୁ ଫୁଲବାଣୀରେ ସର୍ବାଧିକ ଥଣ୍ଡା ଅନୁଭୂତ ହେଉଥିବା କୁହାଯାଉଛି। ଏଠାକାର ତାପମାତ୍ରା ରହିଛି ୪.୫ ଡିଗ୍ରି ଥିବାର ସୂଚନା ମିଳିଛି। ରାଜ୍ୟର ଅନ୍ୟ ଯେଉଁ ସ୍ଥାନରେ ପାରଦ ୧୦ ଡିଗ୍ରି ତଳେ…
Read More...

୨୪,୭୧୨ ନୂଆ ମାମଲା ସହ ୧.୦୧ କୋଟିରେ ପହଞ୍ଚିଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୪,୭୧୨ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧.୦୧ କୋଟିରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ…
Read More...

ନିଜ ପସନ୍ଦରେ ବିବାହ ଓ ଧର୍ମ ପରିବର୍ତ୍ତନ ପ୍ରସଙ୍ଗରେ ହସ୍ତକ୍ଷେପ କରାଯାଇପାରିବ ନାହିଁ: କଲକାତା ହାଇକୋର୍ଟ

କଲକାତା: ଯଦି କେହି ପ୍ରାପ୍ତ ବୟସ୍କା ଝିଅ କିମ୍ବା ପୁଅ ନିଜ ପସନ୍ଦରେ ବିବାହ ଏବଂ ଧର୍ମ ପରିବର୍ତ୍ତନ କରୁଛନ୍ତି, ତେବେ ଏଥିରେ ହସ୍ତକ୍ଷେପ କରାଯାଇ ପାରିବ ନାହିଁ। ଜଣେ ଝିଅର ବାପାଙ୍କ ପକ୍ଷରୁ ଦାୟର ହୋଇଥିବା ଏକ ମାମଲାର ଶୁଣାଣି ସମୟରେ କଲକାତା ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ସୂଚନା…
Read More...

ରାଜ୍ୟରେ ଆଉ ୩୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୦ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୭୨୭୯କୁ ବୃଦ୍ଧି…
Read More...

ଥରୁଛି ସାରା ରାଜ୍ୟ ; ୧୦ ଡିଗ୍ରୀ ତଳେ ୧୨ ସହର

ଭୁବନେଶ୍ୱର : ପ୍ରବଳ ଜାଡରେ ଥରୁଛି ସାରା ଓଡିଶା। କନ୍ଧମାଳ ଦାରିଙ୍ଗବାଡି ସହ ଫୁଲବାଣୀରେ ତୁଷାରପାତ ହୋଇଥିବା ବେଳେ ୧୦ ଡିଗ୍ରୀ ତଳେ ୧୨ ସହରର ତାପମାତ୍ରା ରେକର୍ଡ଼ କରାଯାଇଛି। ୪ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର। ଦାରିଙ୍ଗବାଡ଼ି ୫, ଅନୁଗୁଳ ୫.୬, କୋରାପୁଟ ୭, ସୁନ୍ଦରଗଡ ୭,…
Read More...

ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟ ହେଉଛି ମିନି ଇଣ୍ଡିଆ: ମୋଦୀ

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଠାରେ ଏକ ସ୍ୱତନ୍ତ୍ର ଡାକ ଟିକଟ ଜାରି କରିବା ସହିତ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ | ମୋଦୀ ତାଙ୍କ…
Read More...

ପରୀ ହତ୍ୟା ଘଟଣାର ଗୁମର ଖୋଲିଲେ ଏସଆଇଟି ମୁଖ୍ୟ

କଟକ: ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ପରୀ ହତ୍ୟା ଘଟଣାର ଗୁମର ଖୋଲିଛନ୍ତି। କେମିତି ଓ କେଉଁ ପରିସ୍ଥିତିରେ ପ୍ରଥମେ ହତ୍ୟା, ପରେ ଦୁଷ୍କର୍ମ କରିଥିଲା ମୁଖ୍ୟ ଅଭିଯୁକ୍ତ ସେନେଇ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଅରୁଣ ବୋଥ୍ରା। ହତ୍ୟା କରିଥିବା ନେଇ ଅଭିଯୁକ୍ତ କଲେଜ ଛାତ୍ର ସରୋଜ ସେଠୀ…
Read More...