କରୋନା ପାଇଁ କାର୍ଯ୍ୟକାରୀ କରାଯାଇପାରି ନାହିଁ ନାଗରିକତ୍ବ ସଂଶୋଧନ ଆଇନ (ସିଏଏ) : ଶାହା
ନୂଆଦିଲ୍ଲୀ : କରୋନା ମହାମାରୀ ଯୋଗୁଁ ନାଗରିକତ୍ବ ସଂଶୋଧନ ଆଇନ (ସିଏଏ)କୁ କାର୍ଯ୍ୟକାରୀ କରାଯାଇପାରି ନାହିଁ। କରୋନା ଟିକାକରଣ ଆରମ୍ଭ ହେବା ପରେ ଏହି ଆଇନର କାର୍ଯ୍ୟକାରିତା ସମ୍ପର୍କରେ ବିଚାର କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ସୋମବାର ଏକ ସାମ୍ବାଦିକ!-->…
Read More...
Read More...