ରାଜ୍ୟରେ କରୋନା ନେଲା ଆଉ ୩ ଜୀବନ
ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ହୋଇଛି। ୩ ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଳାହାଣ୍ଡି ଜିଲାରୁ ଜଣେ କରୋନା ଆକ୍ରାନ୍ତଙ୍କ!-->…
Read More...
Read More...