ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ ମାଗଣା କରୋନା ଟିକା
ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ କରୋନା ଟିକା ଦିଆଯିବ। ସମ୍ପୂର୍ଣ୍ଣ ମାଗଣାରେ ଏହି ଟିକା ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗୁରୁବାର ସୂଚନା ଦେଇଛନ୍ତି। ଦୀର୍ଘ ୮ମାସ ଧରି ବିଶ୍ୱକୁ ନାକେଦମ କରି ରଖିଥିବା କରୋନା ମହାମାରୀ ଏବେ ପରାଜିତ!-->…
Read More...
Read More...