Browsing Category

ପ୍ରମୁଖ ଖବର

ଇପିଏଫ ପେନସନଧାରୀଙ୍କ ପେନସନ୍‍ ରାଶି ବୃଦ୍ଧି ଲାଗି ମୁଖ୍ୟମନ୍ତ୍ରୀଙ୍କ ପତ୍ର

ଭୁବନେଶ୍ବର : ରାଜ୍ୟର ଇପିଏଫ ପେନସନଧାରୀଙ୍କ ପେନସନ୍‍ ରାଶି ବୃଦ୍ଧି ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଶ୍ରମ  ଓ ନିୟୋଜନ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାରଙ୍କୁ ପତ୍ର ଲେଖିଛନ୍ତି।ରାଜ୍ୟରେ ପ୍ରାୟ ୧ ଲକ୍ଷ ୬୨ ହଜାର ଇପିଏଫ ପେନ୍‍ସନଧାରୀ ଅଛନ୍ତି। ଅବସରପରେ ସୀମିତ ଅର୍ଥ ଯୋଗୁଁ…
Read More...

ଖୁବଶୀଘ୍ର ଓଡ଼ିଶୀ ସଙ୍ଗୀତକୁ ମିଳିବ ଶାସ୍ତ୍ରୀୟ ମାନ୍ୟତା: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଖୁବ୍‍ ଶୀଘ୍ର ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ନେଇ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କହିଛନ୍ତି। ଦିଲ୍ଲୀ ଗସ୍ତରେ ଥିବା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଗୁରୁବାର ମନ୍ତ୍ରୀ ଶ୍ରୀ ପଟେଲ୍‍ଙ୍କୁ ଭେଟିଥିଲେ।…
Read More...

ସର୍ବ ସମ୍ମୁଖରେ ଠିକାଦାରଙ୍କୁ ହତ୍ୟା କଲେ ନକ୍ସଲ

ମାଲକାନଗିରି: ନକ୍ସଲ ଦମନ ପାଇଁ ସରକାର ବିଭିନ୍ନ ରଣନୀତି ଆପଣାଉଛନ୍ତି । ଡିଜିପି ଘନଘନ ନକ୍ସଲ ପ୍ରବଣ ମାଲକାନଗିରି ଯାଇ ସ୍ଥିତି ସମୀକ୍ଷା କରୁଛନ୍ତି । ଆଜି ସେହି ଜିଲ୍ଲାର ଗଡ଼ିଆ ମୁଣ୍ଡା କାମରେ ନିୟୋଜିତ ଜଣେ ଠିକାଦାରଙ୍କୁ ନକ୍ସଲମାନେ ଅତି ବୀଭସô ଭାବେ ଟାଙ୍ଗିଆରେ ହାଣି ହତ୍ୟା…
Read More...

ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ ମାଗଣା କରୋନା ଟିକା

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ କରୋନା ଟିକା ଦିଆଯିବ। ସମ୍ପୂର୍ଣ୍ଣ ମାଗଣାରେ ଏହି ଟିକା ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗୁରୁବାର ସୂଚନା ଦେଇଛନ୍ତି। ଦୀର୍ଘ ୮ମାସ ଧରି ବିଶ୍ୱକୁ ନାକେଦମ କରି ରଖିଥିବା କରୋନା ମହାମାରୀ ଏବେ ପରାଜିତ…
Read More...

ଚନ୍ଦ୍ରପୃଷ୍ଠରୁ ୨ କିଲୋଗ୍ରାମ ନମୁନା ଧରି ପୃଥିବୀକୁ ଫେରିଲା ଚୀନର ଚନ୍ଦ୍ରଯାନ

ଚୀନର ଚନ୍ଦ୍ରଯାନ ଚନ୍ଦ୍ରପୃଷ୍ଠରୁ ମାଟି ଏବଂ ଆବର୍ଜନାରୁ ନମୁନା ସଂଗ୍ରହ କରି ପୃଥିବୀ ପୃଷ୍ଠକୁ ଫେରିଛି। ଚୀନର ସରକାରୀ ଗଣମାଧ୍ୟମ ଏ ନେଇ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟରେ କୁହାଯାଇଛି ଯେ, ଚୀନର ଚନ୍ଦ୍ରଯାନ ଚାଙ୍ଗ୍‌-ଇ-୫ ମଙ୍ଗୋଲିଆ ଅଞ୍ଚଳର ସିଜିୱାଙ୍ଗ ଜିଲାରେ ଗୁରୁବାର ଅବତରଣ…
Read More...

ଯୁବକଙ୍କ ହାତ ଗୋଡ ବାନ୍ଧି ମୁଣ୍ଡ ଉପରେ ଗାଡି ଚଢାଇଦେଲେ

ଝାରସୁଗୁଡା: ହାତ ଗୋଡ ବାନ୍ଧି ଜଣେ ଯୁବକଙ୍କ ମୁଣ୍ଡ ଉପରେ ଗାଡି ଚଢ଼ାଇ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି । ଏପରି ନୃଶଂସ ହତ୍ୟାକାଣ୍ଡ ଝାରସୁଗୁଡା ଜିଲ୍ଲାରେ ଘଟିଛି । ତେବେ ଏହି ହତ୍ୟାକାଣ୍ଡ କିଏ ଓ କେଉଁ ପରିସ୍ଥିତିରେ ଘଟାଇଛି , ତାହା ଏଯାଏଁ ଜଣାପଡିନାହିଁ । ତେବେ ପୁଲିସ ମୃତଦେହ…
Read More...

୩୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ୩୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦୩ ଜଣ କ୍ୱାରେଣ୍ଟାଇନ୍‌ ଥିଲେ। ବାକି ୧୪୮ଟି ହେଉଛି ଲୋକାଲ୍ କେସ୍। ୨୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ନୂଆ…
Read More...

ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଛି କୋଭାକ୍ସିନ୍‌

ହାଇଦରାବାଦ : ଭାରତ ପ୍ରଥମ ସ୍ବଦେଶୀ କରୋନା ଟିକା କୋଭାକ୍ସିନକୁ ବଡ ସଫଳତା ମିଳିଛି। ଏହି ଟିକାର ପ୍ରଥମ ପର୍ଯ୍ୟାୟ ପରୀକ୍ଷା ବେଶ୍‌ ପ୍ରଭାବଶାଳୀ ରହିଛି। ପ୍ରଥମ ପର୍ଯ୍ୟାୟ ୩୭୫ ସ୍ବେଚ୍ଛାସେବୀଙ୍କୁ ଏହି ଟିକା ଦିଆଯାଇଥିବା ବେଳେ ସମସ୍ତଙ୍କର ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଛି। ଏହା ସହିତ…
Read More...

ଦେଶରେ ନୂଆ ଆକ୍ରାନ୍ତ ୨୪,୦୧୦ ; ୩୫୫ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଭୟ ହ୍ରାସ ଓ କିଛି ପରିମାଣରେ ବୃଦ୍ଧି ପାଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୨୪,୦୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୫୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା…
Read More...

କୃଷକ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ସରକାର ଆଖୁ ଚାଷୀଙ୍କୁ ବଡ଼ ଉପହାର

ନୂଆଦିଲ୍ଲୀ : କୃଷକ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ସରକାର ଆଖୁ ଚାଷୀଙ୍କୁ ଏକ ବଡ ଉପହାର ଦେଇଛନ୍ତି । ଆଖୁ ଚାଷ କରୁଥିବା କୃଷକମାନଙ୍କୁ ୩୫୦୦ କୋଟି ଟଙ୍କା ରପ୍ତାନି ରିଆତି, ୧୮ ହଜାର କୋଟି ଟଙ୍କାର ରପ୍ତାନି ଲାଭ ଏବଂ ଅନ୍ୟାନ୍ୟ ରିଆତି ପ୍ରଦାନ କରାଯିବ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଛି ।…
Read More...