Browsing Category

ପ୍ରମୁଖ ଖବର

ରାହୁଲଙ୍କ ମନ୍ତବ୍ୟ ଓ ଆଦାନୀ ପ୍ରସଙ୍ଗ ନେଇ ସଂସଦ ଅଚଳ ସୋମବାର ଯାଏଁ ଉଭୟ ଗୃହ ମୁଲତବୀ

ନୂଆଦିଲ୍ଲୀ : ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ, ଆଦାନୀ ଗ୍ରୁପ୍ ଓ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ଆଜି ପାର୍ଲାମେଂଟର ଉଭୟ ଗୃହ ଲୋକସଭା ଓ ରାଜ୍ୟସଭାରେ ଉଭୟ ଶାସକ ଓ ବିରୋଧୀ ଦଳ ସଦସ୍ୟମାନଙ୍କ ହଟ୍ଟଗୋଳ ଯୋଗୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ଉଭୟ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ଲୋକସଭାରେ ଶାସକ ଦଳର
Read More...

ବସ୍ ଚଳାଚଳ ସ୍ୱାଭାବିକ

ଭୁବନେଶ୍ୱର : ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଆନ୍ଦୋଳନ ପ୍ରତ୍ୟାହୃତ କରିବା ପରେ ଦୁଇ ଦିନ ପରେ ରାଜ୍ୟରେ ବସ୍ ଚଳାଚଳ ସ୍ୱାଭାବିକ ହୋଇଛି । ବିଭିନ୍ନ ସ୍ଥାନକୁ ବସ୍ ଚଳାଚଳ କରିଛି । ଆଜି ସକାଳେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଆନ୍ଦୋଳନ ପ୍ରତ୍ୟାହୃତ
Read More...

‘ଗଭର୍ଣ୍ଣର ଅଫ ଦି ଇୟର’ ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ଶକ୍ତିକାନ୍ତ ଦାସ

ମୁମ୍ବାଇ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ଣ୍ଣର ଅଫ ଦି ଇୟର’ ସମ୍ମାନରେ ସମ୍ମାନିତ କରାଯାଇଛି । ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପବ୍ଲିକେସନ ତାଙ୍କୁ ଏହି ସମ୍ମାନର ସମ୍ବର୍ଦ୍ଧିତ କରିଛନ୍ତି । ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କ ଅଚାନକ
Read More...

ବଢିବ ବିଧାୟକଙ୍କ ବେତନ, ଭତା

ଭୁବନେଶ୍ୱର, ୧୫ ।୩ (ନିପ୍ର) : ବିଧାନସଭାରେ ଆଜି ବିଧାୟକମାନଙ୍କ ବେତନ ବୃଦ୍ଧି ପ୍ରସଙ୍ଗ ଉଠିଥିଲା ବେଳେ ବିଲ୍ ଆଗତ ପାଇଁ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ରୁଲିଂ ଦେଇଛନ୍ତି । ଆଜି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ କହିଛନ୍ତି ଯେ, ସବୁ କମିଟି
Read More...

ଲଗାତାର ଦ୍ୱିତୀୟ ଟେଷ୍ଟ ଚମ୍ପିଆନସିପରେ ଏଣ୍ଟ୍ରି ମାରିଲା ରୋହିତ ସେନା

ନୂଆଦିଲ୍ଲୀ: ଅହମ୍ମଦାବାଦ ଟେଷ୍ଟର ଶେଷ ଦିନରେ ଇତିହାସ ରଚିଛି ଟିମ ଇଣ୍ଡିଆ । ଲଗାତାର ଦ୍ୱିତୀୟ ଥର ପାଇଁ ବିଶ୍ୱ ଟେଷ୍ଟ ଚମ୍ପିଆନସିପ ଫାଇନାଲରେ ଏଣ୍ଟ୍ରି କରିଛି ଭାରତ । ଅର୍ଥାତ୍ ଚଳିତବର୍ଷ ଟେଷ୍ଟ ଚମ୍ପିଆନସିପ ଫାଇନାଲରେ ଟ୍ରଫି ପାଇଁ ଅଷ୍ଟ୍ରେଲିଆକୁ ଭେଟିବ ରୋହିତ ସେନା । ଗତ
Read More...

ଆଇୟୁପିଏସି ପୁରସ୍କାର ପାଇବେ ଓଡ଼ିଆ ବୈଜ୍ଞାନିକ

ଭୁବନେଶ୍ୱର : ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ସମ୍ମାନଜନକ ଆଇୟୁପିଏସି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଜ୍ୟୋତିର୍ମୟୀ ଦେଶର ପ୍ରଥମ ମହିଳା ଭାବରେ ଏହି ପୁରସ୍କାର ପାଇବାକୁ ଯାଉଛନ୍ତି । ରସାୟନ ବିଜ୍ଞାନ କ୍ଷେତ୍ରରେ କୃତିତ୍ୱ ପାଇଁ ସେ ପାଇବେ ଆଇୟୁପିଏସି ପୁରସ୍କାର । ଏହି
Read More...

ଗହୀରମଥାରେ ଅଲିଭରିଡ୍ଲେଙ୍କ ସମୂହ ଅଣ୍ଡାଦାନ

ରାଜନଗର : ବିରଳ ଅଲିଭରିଡଲେ କଇଁଛଙ୍କ ଅନ୍ତୁଡିଶାଳ କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ୯ ତାରିଖ ଦିନ ୮୮ହଜାର, ୧୦ ତାରିଖରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭରିଡଲେ ଅଣ୍ଡାଦାନ କରିଛନ୍ତି । କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ ହେଲା
Read More...

ସଂସଦର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆଜିଠାରୁ

ନୂଆଦିଲ୍ଲୀ : ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆସନ୍ତାକାଲିଠାରୁ ଆରମ୍ଭ ହେବ । ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୧୭ଟି କାର୍ଯ୍ୟ ଦିବସ ରହିବ । ଏହା ଆସନ୍ତା ମାସ ଅର୍ଥାତ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ
Read More...

ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର- ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ ଉଡାଣ ନିର୍ଦ୍ଧାରଣ

ଛତ୍ରପୁର: ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର- ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ ଉଡାଣ ନିର୍ଦ୍ଧାରଣ ଓ ସମୟ ସରଣୀ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ତରଫରୁ ପ୍ରକାଶ ପାଇଛି । ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ୱରତା ପ୍ରକାରେ ପ୍ରକାଶିତ ଏହି ପଦକ୍ଷେପ ଯୋଗୁଁ ଯାତ୍ରା ସକାଶେ ଇଚ୍ଛୁକ ଯାତ୍ରୀଗଣ ଯାତ୍ରା
Read More...

ପ୍ରସିଦ୍ଧ ମା ବୁଢି ଠାକୁରାଣୀ ଯାତ୍ରା ଶୁଭଖୁଣ୍ଟି ସ୍ଥାପନ ନିମନ୍ତେ ତାରିଖ ଚୁଡାନ୍ତ

ବ୍ରହ୍ମପୁର : ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢି ଠାକୁରାଣୀଙ୍କ ଯାତ୍ରାର ଶୁଭଖୁଣ୍ଟି ସ୍ଥାପନ ପାଇଁ ମାଙ୍କ ବାପ ଘର କୁହା ଯାଉଥିବା ଦେଶି ବେହେରାଙ୍କ ପକ୍ଷରୁ ତାରିଖ ଚୁଡାନ୍ତ ହୋଇଛି । ପ୍ରତି ଦୁଇ ବର୍ଷକୁ ଥରେ ଆୟୋଜିତ ହେଉଥିବା ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢି ଠାକୁରାଣୀଙ୍କ ଯାତ୍ରା
Read More...