ଆଧାର-ପାନ୍ ଲିଙ୍କ ନ କଲେ ଗଣିବାକୁ ପଡ଼ିବ ୧୦ ହଜାର ଟଙ୍କା ଜରିମାନା
ନୂଆଦିଲ୍ଲୀ: ପାନ୍ କାର୍ଡକୁ ଆଧାର କାର୍ଡ ସହିତ ଲିଙ୍କ୍ କରିବା ବାଧ୍ୟତାମୂଳକ। ଏପରି ନିୟମ କରିଛି ଆୟକର ବିଭାଗ। ଯଦି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଆଧାର-ପାନ୍ ଲିଙ୍କ୍ କରା ନ ଯାଏ ତେବେ ୧୦ ହଜାର ଟଙ୍କାର ଜରିମାନା ଦେବାକୁ ପଡ଼ିବ। କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ (ସିବିଡିଟି)!-->…
Read More...
Read More...