ଏବର୍ଷ ହେବନି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
ବରଗଡ଼: ଚଳିତ ବର୍ଷ ହେବନି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। କରୋନା ମହାମାରୀ ପାଇଁ ବନ୍ଦ ରହିବ ମୁକ୍ତାକାଶ ରଙ୍ଗମଞ୍ଚରେ ମଞ୍ଚସ୍ଥ ହେଉଥିବା ଧନୁଯାତ୍ରା। ବରଗଡ଼ ଜିଲ୍ଲାପାଳଙ୍କ ସହ ଧନୁଯାତ୍ରା ମହୋତ୍ସବ ସମିତିର କାର୍ଯ୍ୟକାରୀ କମିଟି ସଦସ୍ୟଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।!-->…
Read More...
Read More...