Browsing Category

ପ୍ରମୁଖ ଖବର

ଝିଅକୁ ନ୍ୟାୟ ଦେବାପାଇଁ ଶେଷ ପର୍ଯ୍ୟନ୍ତ ଲଢ଼ିବି

ନୟାଗଡ଼ : “୧୦ ଲକ୍ଷ ଟଙ୍କା ନୁହେଁ, ମୋ ଝିଅକୁ ନ୍ୟାୟ ମିଳୁ। ଝିଅକୁ ନ୍ୟାୟ ଦେବାପାଇଁ ଶେଷ ପର୍ଯ୍ୟନ୍ତ ଲଢ଼ିବି। ଟଙ୍କା ଦେଲେ ଭାବୁଛନ୍ତି ଆମେ ଚୁପ୍‌ ହୋଇ ବସି ରହିବୁ। କିନ୍ତୁ ଆମର ଟଙ୍କା ଦରକାର ନାହିଁ। ଆମ ଝିଅକୁ ନ୍ୟାୟ ଦରକାର। ମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ସିବିଆଇ ଏହି ଘଟଣାର ତଦନ୍ତ
Read More...

ସିବିଆଇ ହେପାଜତରୁ ୧୦୩ କେଜି ସୁନା ଗାଏବ

ଚେନ୍ନାଇ: ସିବିଆଇ ହେପାଜତରେ ଥିବା ୧୦୩ କେଜି ସୁନା ଗାଏବ ହୋଇଯାଇଛି, ଯାହାର ମୂଲ୍ୟ ପ୍ରାୟ ୪୫ କୋଟି ଟଙ୍କା। ତାମିଲନାଡୁରେ ଏହି ଘଟଣା ଘଟିଛି। ଶୁକ୍ରବାର ମାଡ୍ରାସ ହାଇକୋର୍ଟ ତାମିଲନାଡୁ ସିବି-ସିଆଇଡିକୁ ଏହାର ତଦନ୍ତ ନିର୍ଦ୍ଦେଶ ଦେବା ପରେ ଘଟଣାଟି ଲୋକଲୋଚନକୁ ଆସିଛି। ୨୦୧୨ ମସିହାରେ
Read More...

କମ୍ବିଂ ଅପରେସନ ବେଳେ ମହିଳା କ୍ୟାଡର ନକ୍ସଲ ନିହତ

ଫୁଲବାଣୀ : କନ୍ଧମାଳରେ ନକ୍ସଲ ଅପରେସନ୍ ବେଳେ ଜଣେ  ମହିଳା କ୍ୟାଡର ନକ୍ସଲ ନିହତ ହୋଇଥିବା ଜଣାଯାଇଛି। ଏନେଇ ପୁଲିସ୍‌ ଡିଜି ଅଭୟ ସୂଚନା ଦେଇଛନ୍ତି। ପୁଲିସ୍‌ ଡିଜି ଗଣମାଧ୍ୟକୁ ଦେଇଥିବା ସୂଚନା ଅନୁଯାୟୀ, କନ୍ଧମାଳ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଏସଓଜି ଓ ଡିଭିଏଫ୍‌ ପକ୍ଷରୁ କମ୍ବିଂ ଅପରେସନ
Read More...

ପୁଣି ଚର୍ଚ୍ଚାରେ ନୟାଗଡ଼, ୩ ବର୍ଷର ଶିଶୁ କନ୍ୟା ଗାଏବ

ଖୋର୍ଦ୍ଧା : ପୁଣି ଗାଁ ଦାଣ୍ଡରେ ଖେଳୁ ଖେଳୁ ଗାଏବ ହୋଇଗଲା ଏକ ୩ ବର୍ଷର ଶିଶୁ କନ୍ୟା। ଗତକାଲିଠୁ ପୁଲିସ୍‌ ଓ ଅଗ୍ନିଶମ ବାହିନୀ ଖୋଜାଖୋଜିରେ ଲାଗିଥିଲେ ମଧ୍ୟ ଛୁଆଟିର ପତ୍ତା ମିଳିପାରିନି। ‘ପରୀ’ ତାତି ଥମି ନ ଥିବା ବେଳେ ନୟାଗଡ଼ ଜିଲ୍ଲାରେ ପୁଣି ଏପରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା
Read More...

କଂଗ୍ରେସର ଗୁମର ଖୋଲୁଛି ପ୍ରଣବଙ୍କ ପୁସ୍ତକ

ନୂଆଦିଲ୍ଲୀ: ୨୦୧୪ ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ସୋନିଆ ଗାନ୍ଧୀ ଏବଂ ମନମୋହନ ସିଂହ ଦାୟୀ। ଏପରି ଚାଞ୍ଚଲ୍ୟକର ତଥ୍ୟ ଲେଖିଯାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ସେ ତାଙ୍କ ଅନୁଭୂତିର ପୁସ୍ତକ ‘ଦ ପ୍ରେସିଡେନ୍ସିଆଲ ଇୟର୍ସ’ର ଅନ୍ତିମ ସଂସ୍କରଣରେ ଏହା ଲେଖିଛନ୍ତି।
Read More...

୭୦ ଲକ୍ଷର ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଜିଲାରେ ଚୋରାଚାଲାଣ ବେଳେ ୭୧୭ କେଜି ୬ଶହ ଗ୍ରାମ ଗଞ୍ଜେଇ ସହ ୩ଟି ଗାଡ଼ି ଜବତ ହୋଇଥିବା ଶନିବାର ଜଣାପଡ଼ିଛି। । ଜବତ ଗଞ୍ଜେଇର ଆନୁମାନିକ ମୁଲ୍ୟ ପ୍ରାୟ ପ୍ରାୟ ୭୦ ଲକ୍ଷରୁ ଅଧିକ ଟଙ୍କା ହେବ। ଗତକାଲି ବିଳମ୍ବିତ ରାତିରେ ପୁଲିସ ପାଟ୍ରୋଲିଂ କରୁଥିବା ବେଳେ ପାଡୁଆ ଓ
Read More...

ଦେଶରେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୦୦୫

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ଧରି ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ସଂଖ୍ୟା , ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହୋଇଛି। ଦେଶରେ ୨୪ ଘଣ୍ଟାରେ ୩୦,୦୦୫ ନୂଆ କରୋନା ଆକ୍ରାନ୍ତ
Read More...

ଦେଶରେ କୋଭିଡ ଆରୋଗ୍ୟ ହାର ୯୪.୭୪%

ନୂଆଦିଲ୍ଲୀ: ଦେଶରେ କୋଭିଡ ଆରୋଗ୍ୟ ହାର ୯୪.୭୪ ପ୍ରତିଶତକୁ ବୃଦ୍ଧି ପାଇଛି । ଗତ ୨୪ଘଂଟା ମଧ୍ୟରେ ୩୭ହଜାର ୭୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ କୋଭିଡରୁ ଆରୋଗ୍ୟଙ୍କ ସଂଖ୍ୟା ୯୨ଲକ୍ଷ ୫୩ହଜାର ୩୦୬ରେ ପହଂଚିଛି ।ସେହିପରି ଗତ ୨୪ଘଂଟା ଭିତରେ ୩୧ହଜାର ୫୨୨ଜଣ ଲୋକ କୋଭିଡରେ
Read More...

୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ନେବ ବରମୁଣ୍ଡା ବସ ଟର୍ମିନାଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡ ଉନ୍ନତିକରଣ କାମ ଦେଖିବା ସହ ଏହାର ତଦାରଖ ଓ ସମୀକ୍ଷା କରଛନ୍ତି । ୧୧ ଏକର ଜମିରେ ଏହି ବିଶ୍ୱସ୍ତରୀୟ ବସ୍ ଟର୍ମିନାଲ ନିର୍ମାଣ ହେବ । ଏଥିପାଇଁ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ । ୨୦୨୨
Read More...

ଓଲଟିଲା ବସ : ୪୦ ଆହତ

ରାଇରଙ୍ଗପୁର: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗୁରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ସେଥିରୁ ୩ଜଣଙ୍କ ଅବସ୍ଥା ଗୁରୁତର ହୋଇଛି । ସେମାନଙ୍କୁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।
Read More...