Browsing Category

ପ୍ରମୁଖ ଖବର

ରାଜ୍ୟରେ ଆଉ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ବୁଧବାର ଆଉ ୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୨୯୯ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୬୩ ଜଣ ସ୍ଥାନୀୟ ବାସିନ୍ଦା…
Read More...

ବିଶ୍ଵର ୧୦୦ ପ୍ରଭାବଶାଳୀ ମହିଳାଙ୍କ ସୂଚୀରେ ୪ ଭାରତୀୟ

ନୂଆଦିଲ୍ଲୀ: ବିଶ୍ଵର ୧୦୦ ପ୍ରଭାବଶାଳୀ ମହିଳାଙ୍କ ସୂଚୀରେ ୪ ଜଣ ଭାରତୀୟଙ୍କ ନାମ ସ୍ଥାନ ପାଇଛି। ଏହି ୪ ମହିଳା ହେଉଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ବାୟୋକନ୍‌ ପ୍ରତିଷ୍ଠାତା କିରଣ ମଜୁମଦାର ଶ, ଏଚସିଏଲ ଏଣ୍ଟରପ୍ରାଇଜ୍‌ର ସିଇଓ ରୋଶନୀ ନାଦର ମାଲହୋତ୍ରା ଏବଂ ଲ୍ୟାଣ୍ଡମାର୍କ…
Read More...

ପୁଲୱାମାରେ ଏନକାଉଣ୍ଟର ; ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରର ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ଏକ ବଡ ସଫଳତା ମିଳିଥିବା ନେଇ ବୁଧବାର ଜଣାପଡ଼ିଛି। ପୁଲୱାମାର ଟିକନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ବତ୍ତର୍ମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ,…
Read More...

ହୋଟେଲ କୋଠରୀରୁ ମିଳିଲା ଅଭିନେତ୍ରୀ ଭିଜେ ଚିତ୍ରାଙ୍କ ମୃତଦେହ

ଚେନ୍ନଇ : ତାମିଲ ଟିଭି ଅଭିନେତ୍ରୀ ଭି.ଜେ ଚିତ୍ରାଙ୍କ ମୃତଦେହ ଏକ ହୋଟେଲ କୋଠରୀରୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁ ଖବର ଶୁଣି ଦକ୍ଷିଣ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି। ଭିଜେ ଚିତ୍ରାଙ୍କୁ ମାତ୍ର ୨୮ ବର୍ଷ ବୟସ ହୋଇଥିଲା। ସେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ…
Read More...

କୂଅରେ ଖସିଲା କାର ; ଚାଲିଗଲା ୬ ଜଣଙ୍କ ଜୀବନ

ମହୋବା : ମଧ୍ୟପ୍ରଦେଶର ଛତରପୁର ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲି ଯାଇଛି। ୩ ଜଣ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। କୂଅ ମଧ୍ୟକୁ ଏକ କାର ଖସିଯିବାରୁ ଏଭଳି ଦୁର୍ଘଟଣା ଘଟିଛି। ମୃତକମାନେ ଉତ୍ତରପ୍ରଦେଶର ମହୋବା ଜିଲାର ବୋଲି ପ୍ରାର୍ଥମିକ ସୂଚନାରୁ ଜଣାପଡ଼ିଛି।…
Read More...

ମୋଟୋ ଜି-୯ ପାୱାରର ବଜାର ପ୍ରବେଶ

ନୂଆଦିଲ୍ଲୀ : ମୋଟୋରୋଲାର ନୂତନ ସ୍ମାର୍ଟଫୋନ୍ ମୋଟୋ ଜି-୯ ପାୱାର ଭାରତରେ ଲଞ୍ଚ ମଙ୍ଗଳବାର ଲଞ୍ଚ ହୋଇଛି ।ମୋଟୋ ଜି-୯ ପାୱାରର ଶୁଭାରମ୍ଭ ଆଜି ମଧ୍ୟାହ୍ନ ୧୨ଟା ସମୟରେ ହୋଇଛି ।ମୋଟୋରୋଲା ଇଣ୍ଡିଆ ପକ୍ଷରୁ ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି ।ଅନଲାଇନ୍ ପ୍ଲାଟଫର୍ମ ଫ୍ଲିପକାର୍ଟରେ…
Read More...

ଭାରତର ଡିଜିଟାଲ୍‍ ଅଭିବୃଦ୍ଧିର କୌଣସି ତୁଳନା ନାହିଁ – ପ୍ରଧାନମନ୍ତ୍ରୀ

ଦେଶର ଡିଜିଟାଲ୍‍ କ୍ଷମତା ଯଥେଷ୍ଟ ଅଧିକ ଓ ମୋବାଇଲ୍‍ ଟେକ୍ନୋଲୋଜି ସହାୟତାରେ ସମାଜର ଗରିବ ଓ ଅବହେଳିତ ବର୍ଗଙ୍କୁ କୋବିଡ୍‍ ନାଇଣ୍ଟିନ୍‍ ସମୟରେ ସହାୟତା ଦିଆଯାଇପାରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଚତୁର୍ଥ ଭାରତ ମୋବାଇଲ୍‍ କଂଗ୍ରେସରେ ଉଦ୍‍ବୋଧନ ଦେଇ ଶ୍ରୀ ମୋଦୀ…
Read More...

ଭାରତକୁ ୧୨ରନରେ ହରାଇଲା ଅଷ୍ଟ୍ରେଲିଆ

ସିଡ଼ନୀ : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟ୍ବେଣ୍ଟି-୨୦ ମ୍ୟାଚରେ କଙ୍ଗାରୁ ଦଳ ଭାରତକୁ ପରାସ୍ତ କରିଛି । ଆଜିର ମ୍ୟାଚରେ ଅଷ୍ଟ୍ରେଲିଆ ୧୨ରନରେ ଟିମ୍ ଇଣ୍ଡିଆକୁ ପରାସ୍ତ କରିଛି । ଏଥିସହିତ ତିନିଟିକିଆ ଟ୍ବେଣ୍ଟି-୨୦ ସିରିଜ ୨-୧ରେ ସମାପ୍ତ…
Read More...

‘ଭାରତ ବନ୍ଦ’ ଆଂଶିକ ସଫଳ, ଆଜି କୃଷକ ନେତାଙ୍କୁ ଭେଟିବେ ଶାହା

କୃଷକ ସଂଗଠନଗୁଡିକ ଦ୍ୱାରା ଆଜି ଦିଆଯାଇଥିବା ଭାରତ ବନ୍ଦ ଆଂଶିକ ସଫଳ ହୋଇଛି। କେନ୍ଦ୍ର ସରକାର ସଂସଦରେ ଗୃହୀତ କରାଇ ଆଇନରେ ପରିଣତ କରିଥିବା ୩ଟି କୃଷି ଆଇନ ବିରୋଧରେ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା କୃଷକମାନେ ଭାରତ ବନ୍ଦ କରିଥିଲେ। ଏହା ସମଗ୍ର ଦେଶରେ ମିଶ୍ରିତ ପ୍ରଭାବ ପକାଇଛି। ଏହି…
Read More...

ବ୍ରିଟେନରେ ଆରମ୍ଭ ହେଲା କରୋନା ଟୀକାକରଣ

ଲଣ୍ଡନ: ବ୍ରିଟେନରେ ମଙ୍ଗଳବାର କରୋନା ଟିକାକରଣ ଆରମ୍ଭ ହୋଇଛି। ବ୍ରିଟେନ୍‌ ସରକାର ଫାଇଜର-ବାୟୋଏନଟେକ୍‌ ଦ୍ବାରା ପ୍ରସ୍ତୁତ ଫାଇଜର ଟିକାକୁ ଗତ ସପ୍ତାହରେ ଅନୁମତି ଦେବା ପରେ ଆଜି ତାହା ଲୋକଙ୍କୁ ଦିଆଯାଇଛି। ଯେଉଁମାନଙ୍କ ଜୀବନ ପ୍ରତି ଅଧିକ ବିପଦ ରହିଛି, ସେହିମାନଙ୍କୁ ପ୍ରାଥମିକ…
Read More...