Browsing Category

ପ୍ରମୁଖ ଖବର

୨୦୨୪ ନିର୍ବାଚନ : ୪୫ରୁ ଅଧିକ ବିଶାଳ ରାଲି କରିବେ ମୋଦୀ

ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ଏକ ସ୍ୱତନ୍ତ୍ର ପ୍ରଚାର ଅଭିଯାନ ଆରମ୍ଭ କରିବାପାଇଁ ନିଷ୍ପତ୍ତି ନେଇଛି । ୨୦୧୯ ଲୋକସଭା ନିର୍ବାଚନରେ ଦଳ ହାରିଥିବା ୧୬୦ ଟି ଲୋକସଭା ଆସନ ପାଇଁ ବିଜେପି ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି । ଏହି ନିର୍ବାଚନମଣ୍ଡଳୀ
Read More...

ପୁଣି ଆସିବ କି ବିଶ୍ୱ ଆର୍ଥିକ ମାନ୍ଦାବସ୍ଥା!

ନୂଆଦିଲ୍ଲୀ : ଆମେରିକାରେ ପୁଣି ଆର୍ଥିକ ସଂକଟର ସଂକେତ ଦେଖାଦେଇଛି । ଆମେରିକାର ୧୬ତମ ବୃହତ୍ତମ ବ୍ୟାଙ୍କ ସିଲିକନ୍ ଭ୍ୟାଲି ବ୍ୟାଙ୍କ (ଏସଭିବି )କୁ ବନ୍ଦ କରିବା ଘଟଣା ସମଗ୍ର ବିଶ୍ୱରେ ଆଲୋଡ଼ନ ସୃଷ୍ଟି କରିଛି । ଏହା ସମଗ୍ର ବିଶ୍ୱ ଅର୍ଥନୀତିକୁ କବଳିତ କରିବାର ଆଶଙ୍କା ବଢିଯାଇଛି । ଏହି
Read More...

ଅଗ୍ନିବୀରଙ୍କ ଲାଗି ବିଏସଫରେ ସ୍ଥାନ ସଂରକ୍ଷଣ

ନୂଆଦିଲ୍ଲୀ : ଅଗ୍ନିବୀର ଚାକିରି କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ସୁବିଧା ଦିଆଯାଇଥିଲା ବେଳେ ଏହା ନିର୍ଦ୍ଧିଷ୍ଟ ସମୟସୀମା ଲାଗି ହୋଇଥିବାରୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସେବା ନିବୃତ ଅଗ୍ନିବୀରମାନଙ୍କ ପାଇଁ ବିଏସଫରେ ଚାକିରି ଲାଗି ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ଲାଗୁ
Read More...

କମୁଛି ବାଉଁଶ ତିଆରି ସାମଗ୍ରୀର ଚାହିଦା

ଦଶପଲ୍ଲା : ପ୍ରୋତ୍ସାହନ ଅଭାବ, ବଜାର ଚାହିଦା କମ୍ ଏବଂ ପ୍ଲାଷ୍ଟିକ୍ ସାମଗ୍ରୀର ବହୁଳ ବ୍ୟବହାର ପାଇଁ ଦିନକୁ ଦିନ ବାଉଁଶ କାରିଗରମାନେ ସେମାନଙ୍କର ଜୀବିକା ହରାଇବାକୁ ବସିଲେଣି । ବିଶେଷ କରି ବାଉଁଶ କାମ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରୁଥିବା କାରିଗରଙ୍କ ପ୍ରତି ପ୍ରଶାସନ
Read More...

୫ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ଶ୍ରମ ମନ୍ତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ପୋଲସରା ନିର୍ବାଚନ ମଣ୍ଡଳୀର ପୋଲସରା ଏନଏସିର ୩ ଜଣ, ପୋଲସରା ବ୍ଳକର ଜଣେ ଓ ବୁଗୁଡା ବ୍ଳକର ଜଣେ, ଏହିପରି ୫ ଜଣଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ବେଳେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ୪ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ
Read More...

ଏସ୍ଏଚଜି ମା’ଙ୍କୁ ମିଳିବ ଇ-ସ୍କୁଟି

୧ ଲକ୍ଷ ଟଙ୍କାର ରିହାତି ଭୁବନେଶ୍ୱର : ଏସ୍ଏଚଜି ମା’ମାନଙ୍କୁ ଇ-ସ୍କୁଟି ଦିଆଯିବ । ସେଥିପାଇଁ ବଜେଟରେ ୫୦ କୋଟି ଟଙ୍କାର ବ୍ୟୟବରାଦ ହୋଇଥିଲା ବେଳେ ଇ-ସ୍କୁଟିରେ ୧ଲକ୍ଷ ଟଙ୍କାର ରିହାତି ମିଳିବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମିଶନ ଶକ୍ତି ମନ୍ତ୍ରୀ ଓ ସଚିବ ସୂଚନା ଦେଇଛନ୍ତି
Read More...

୨୬ରେ ଭଦ୍ରକ ଆସିବେ ଅମିତ ଶାହା

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ତାଙ୍କର ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ । ଏହି
Read More...

ଭାରତୀୟ ସେନାକୁ ମିଳିବ ଜେଟ ପ୍ୟାକ ସୁଟ୍

ନୂଆଦିଲ୍ଲୀ : ଭାରତୀୟ ସେନାକୁ ଖୁବଶୀଘ୍ର ଜେଟ ପ୍ୟାକ ସୁଟ୍ ମିଳିବ । ଏହି ସୁଟ୍ ରେ ଏକ ଛୋଟ ତଥା ଶକ୍ତିଶାଳୀ ଇଞ୍ଜିନ ରହିଛି । ଫଳରେ ଏହାକୁ ବ୍ୟବହାର କରି ଜଣେ ବ୍ୟକ୍ତି ବେଶ୍ କିଛିସମୟ ଧରି ଆକାଶରେ ଉଡି ପାରିବ । ଅନ୍ତର୍ଜାତୀୟ ସୀମାରେ ଥିବା ସମ୍ବେଦନଶୀଳ ଅଞ୍ଚଳରେ ମୁତୟନ ଥିବା ସେନା
Read More...

ଭୁବନେଶ୍ୱର–ରଙ୍ଗେଇଲୁଣ୍ଡା ବିମାନସେବା ଶୁଭାରମ୍ଭ

ଭୁବନେଶ୍ୱର: ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରୁ ଗଞ୍ଜାମର ରଙ୍ଗେଇଲୁଣ୍ଡାକୁ ବିମାନ ସେବାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ନନ ସିଡ୍ୟୁଲ ୯ ସିଟେଡ ବିମାନର ଉଡ଼ାଣ ହୋଇଥିବାବେଳେ
Read More...

ପ୍ରତିଷ୍ଠା ହେଲା ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଓଡ଼ିଶା ମାଟିର କିମ୍ବଦନ୍ତୀ ବିକାଶ ପୁରୁଷ, ଆଧୁନିକ ଓଡ଼ିଶା ନିର୍ମାଣର ପୁରୋଧା ବିନ୍ଧାଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମବାର୍ଷିକୀ ଅବସରରେ ରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ରାଜ୍ୟ ପାଇଁ ଓଡ଼ିଶା
Read More...