Browsing Category

ପ୍ରମୁଖ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୫ ମୃତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୦୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୭୫ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩…
Read More...

୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୫୯୫ ନୂଆ ସଂକ୍ରମଣ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୬,୫୯୫ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୫.୭୧ ଲକ୍ଷରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୬,୫୯୫…
Read More...

ଆଜି ତାମିଲନାଡୁ ଅତିକ୍ରମ କରିବ ଘୂର୍ଣ୍ଣିବାତ୍ୟା ‘ବୁରେଭି’

କୋଚି: ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ବୁରେଭି’ ଗଭୀର ଅବପାତରେ ପରିଣତ ହୋଇଛି ଏବଂ ଆଜି ସକାଳେ ଏହା ତାମିଲନାଡୁ ଉପକୂଳ ଅତିକ୍ରମ କରି ଅପରାହ୍ଣ ସୁଦ୍ଧା କେରଳରେ ପ୍ରବେଶ କରିବ ବୋଲି ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନରୁ ଜଣାପଡ଼ିଛି। ଏଥିଯୋଗୁଁ ଦକ୍ଷିଣ ତାମିଲନାଡୁ ଓ ଦକ୍ଷିଣ କେରଳର…
Read More...

ରେପୋ ରେଟ୍‌ ୪% ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍‌

ମୁମ୍ବାଇ: କ୍ରମାଗତ ତୃତୀୟ ଥର ଲାଗି ସ୍ଥିତାବସ୍ଥା ବଜାୟ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ରେପୋ ରେଟ୍‌ ୪%ରେ ଅପରିବର୍ତ୍ତିତ ରଖିଥିବା କଥା ଶୁକ୍ରବାର ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣନର୍‌ ଶକ୍ତିକାନ୍ତ ଦାସ କହିଛନ୍ତି।। ରେପୋ ରେଟ୍‌ ଅପରିବର୍ତ୍ତିତ ରଖିବାକୁ ‘ମନିଟାରି ପଲିସି…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୫ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୬୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ…
Read More...

ଅନଲାଇନରେ ଖୁଲମଖୋଲା ବିକ୍ରି ହେଉଛି ବରାହ ଦାନ୍ତ

ଭୁବନେଶ୍ୱର: ଅନଲାଇନରେ ଖୁଲମଖୋଲା ବିକ୍ରି ହେଉଛି ବରାହ ଦାନ୍ତ ।  ଅଣ୍ଡିରା ବାରାହ ଗୁଡ଼ିକର ଥୋମଣି ଉପରେ ୨ ପଟକୁ ବଡ଼ ବଡ଼ ଦାନ୍ତ ବାହାରି ଥାଏ । ସେଇ ଦାନ୍ତକୁ ପାଇବା ପାଇଁ ବାରାହକୁ ମାରି ତାର ଦାନ୍ତ କଟାଯାଏ, ଠିକ ହାତୀ ଦାନ୍ତ ପରି । ଯଦିଓ ବାରାହ ବନ୍ୟ ପ୍ରାଣୀ ଆଇନରେ ସଂରକ୍ଷିତ…
Read More...

ଭୁଶୁଡ଼ିଲା ଦୁନିଆର ସବୁଠାରୁ ଶକ୍ତିଶାଳୀ ଟେଲିସ୍କୋପ୍

ନୂଆଦିଲ୍ଲୀ: ଦୁନିଆର ସବୁଠାରୁ ଶକ୍ତିଶାଳୀ ଟେଲିସ୍କୋପ୍ ଭୁଶୁଡ଼ି ପଡ଼ିଛି। ଯାହା ଫଳରେ ଏବେ ଏଲିଏନ୍ ଦୁନିଆ ଓ ଆଷ୍ଟରଏଡର ସମସ୍ତ ଟିକନିକ୍ ଖବର ଦେଉଥିବା ଅବଜରଭେଟୋରୀ ଭାଙ୍ଗିଯାଇଛି। ଏହି ପୂରା ଆଣ୍ଟିନା ୪୫୦ ଫୁଟ୍ ତଳକୁ ଖସି ପଡ଼ିଛି। ଗତମାସରେ ଏହାର ଏକ କେବଲ୍ ଭାଙ୍ଗିବା ଦ୍ୱାରା…
Read More...

ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ

ନୂଆଦିଲ୍ଲୀ : ବରିଷ୍ଠ ଅକାଳୀ ଦଳ ନେତା ତଥା ପଞ୍ଜାମର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ପଦ୍ମ ବିଭୁଷଣ ସମ୍ମାନ ଫେରାଇ ଦେଇଛନ୍ତି। ନୂତନ କୃଷି ଆଇନ ପ୍ରଣୟନ କରି କେନ୍ଦ୍ର ସରକାର କୃଷକଙ୍କ ସହ ପ୍ରତାରଣା ଅଭିଯୋଗ କରି ପ୍ରକାଶ ସିଂ ବାଦଲ ପଦ୍ମ ବିଭୁଷଣ ଫେରାଇ ଦେଇଛନ୍ତି । ଅକାଳୀ…
Read More...

କୃଷକ ପ୍ରତିନିଧି-ସରକାର ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: କୃଷି ଆଇନ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଗୁରୁବାର ୮ମ ଦିନ ପାଇଁ ଚାଷୀମାନେ ଦେଶର ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚଳାଇଛନ୍ତି। ସରକାର ଏବଂ ଚାଷୀ ପ୍ରତିନିଧିମାନଙ୍କ ମଧ୍ୟରେ ଗତ ଥର ହୋଇଥିବା ଆଲୋଚନା ବିଫଳ ହେବା ପରେ ଗୁରୁବାର ପୁଣି ଥରେ ବୈଠକ ଆରମ୍ଭ ହୋଇଛି। ଆଲୋଚନାରେ…
Read More...

ରାଜନୀତିରେ ରଜନୀକାନ୍ତଙ୍କ ପ୍ରବେଶ

ଚେନ୍ନାଇ: ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ରାଜନୀତିରେ ପ୍ରବେଶ କରିଛନ୍ତି ଦକ୍ଷିଣ ଭାରତୀୟ ସୁପରଷ୍ଟାର ରଜନୀକାନ୍ତ। ସେ ରାଜନୀତିରେ ସକ୍ରିୟ ରହିବା ଲାଗି ଦଳ ଗଠନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ୩୧ ତାରିଖରେ ସେ ଦଳ ସମ୍ପର୍କରେ ଘୋଷଣା କରିବେ ଏବଂ ନୂଆବର୍ଷରେ ଏହାର ଶୁଭାରମ୍ଭ…
Read More...