ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଡାଉ
ବଲାଙ୍ଗୀର : ବଲାଙ୍ଗୀର ଜିଲା ଟିଟିଲାଗଡ ଅନ୍ତର୍ଗତ ମୁରିବାହାଲ ରେଞ୍ଜରଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଡାଉ କରାଯାଇଥିବା ଗୁରୁବାର ଜଣାପଡିଛି। ରେଞ୍ଜର ପ୍ରଶାନ୍ତ ନାୟକଙ୍କ ଘରେ ଚାଲିଛି ଭିଜିଲାନ୍ସ ଚଢାଉ। ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି।!-->…
Read More...
Read More...