Browsing Category

ପ୍ରମୁଖ ଖବର

ପ୍ରଥମ ଭାରତୀୟ ଭାବେ ‘BATA’ର ସିଇଓ ହେଲେ ସନ୍ଦୀପ କାଟାରିଆ

ମୁମ୍ବାଇ: ଅନ୍ତର୍ଜାତୀୟ ଜୋତା କମ୍ପାନୀ ‘ବାଟା’ ସନ୍ଦୀପ କାଟାରିଆଙ୍କୁ ତା’ର ଗ୍ଲୋବାଲ୍ ସିଇଓ ଭାବେ ନିଯୁକ୍ତ ଦେଇଛି। ଏଥିସହ ୧୨୬ ବର୍ଷର ଇତିହାସରେ ପ୍ରଥମଥର କୌଣସି ଭାରତୀୟଙ୍କୁ ଗ୍ଲୋବାଲ୍ ଅପରେସନର ଦାୟିତ୍ୱ ପ୍ରଦାନ କରାଯାଇଛି। ୪୯ ବର୍ଷୀୟ ସନ୍ଦୀପ ଏବେ ଆଲେକ୍ସିସ୍ ନାସାର୍ଡଙ୍କ ସ୍ଥାନ
Read More...

ଆଇଇଡି ବିସ୍ଫୋରଣରେ ଯାତ୍ରୀବାହୀ ଯାନ ଧ୍ବସ୍ତ

ବିଜାପୁର: ଛତିଶଗଡ଼ର ମାଓବାଦୀ ପ୍ରଭାବିତ ବିଜାପୁର ଜିଲାରେ ମଙ୍ଗଳବାର ଏକ ଆଇଇଡି ବିସ୍ଫୋରଣ ଘଟିଛି। ଏହାର ଶିକାର ହୋଇଛି ଏକ ଯାତ୍ରୀବାହୀ ଯାନ। ବିସ୍ଫୋରଣରେ ଯାନଟି ଛିନ୍ନଛତ୍ର ହୋଇଯାଇଥିବାବେଳେ ୨ ଜଣ ସ୍ଥାନୀୟ ବାସିନ୍ଦା ଆହତ ହୋଇଛନ୍ତି। ବିଜାପୁର ଜିଲା ରାଜପେଣ୍ଟା ଗାଁ ନିକଟରେ ଏହି
Read More...

ଝିଅ ‘ଦେଶଦ୍ରୋହୀ’ ବୋଲି କହିବା ପରେ ବାପାଙ୍କୁ ‘ଅତ୍ୟାଚାରୀ’ କହିଲେ ଶେହଲା

ଜାମ୍ମୁ: କାଶ୍ମୀର ପ୍ରସଙ୍ଗକୁ ନେଇ ଜେଏନୟୁର ପୂର୍ବତନ ଛାତ୍ରନେତ୍ରୀ ଶେହଲା ରଶୀଦ ଏବଂ ତାଙ୍କ ବାପା ଅବଦୁଲ ଆର. ଶୋରାଙ୍କ ମଧ୍ୟରେ ଲଢ଼େଇ ଚାଲିଛି। ଶେହଲା କାଶ୍ମୀରକୁ ନେଇ ଦେଶ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଏବଂ ବିଚ୍ଛିନ୍ନତାବାଦୀମାନଙ୍କଠାରୁ ଟଙ୍କା ନେଇଥିବା ନେଇ ତାଙ୍କ ବାପା
Read More...

ଆଜି ଠାରୁ ଆରମ୍ଭ କୋଣାର୍କ ମହୋତ୍ସବ

କୋଣାର୍କ : ଆଜି ଠାରୁ କରୋନା କଟକଣା ମଧ୍ୟରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ମହାକୁମ୍ଭ ୩୧ ତମ କୋଣାର୍କ ମହୋତ୍ସବ ଆରମ୍ଭ ହେବ। ଏହା ୫ଦିନ ପର୍ଯ୍ୟନ୍ତ ଚାଲିଥାଏ। ଏହାସହ ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଅଷ୍ଟମ ଆନ୍ତଃଜାର୍ତୀୟ ବାଲୁକା କଳା ଉତ୍ସବ ମଧ୍ୟ ଆରମ୍ଭ ହେବ। ହାଇକୋର୍ଟଙ୍କ
Read More...

ମସ୍ତିଷ୍କକୁ ପ୍ରବେଶ କରିପାରେ କରୋନା ଭୂତାଣୁ

ବର୍ଲିନ: କରୋନା ଭୂତାଣୁ ଶରୀର ମଧ୍ୟକୁ ପ୍ରବେଶ କରି ଆମର ଶ୍ବାସକ୍ରିୟା ବ୍ୟବସ୍ଥା (ଫୁସ୍‌ଫୁସ୍‌)କୁ ସଂକ୍ରମଣ କରୁଥିବାବେଳେ ଏହା ଏବେ ମସ୍ତିଷ୍କକୁ ସଂକ୍ରମଣ କରିବାର ନୂଆ ଆଶଙ୍କା ସୃଷ୍ଟି କରିଛି। ନୂଆ ଗବେଷଣାରୁ ଜଣାଯାଇଛି କରୋନା ଭୂତାଣୁ ନାକ ବାଟ ଦେଇ ମସ୍ତିଷ୍କକୁ ଯିବାର ଆଶଙ୍କା
Read More...

ରାଜ୍ୟରେ ହ୍ରାସ ପାଉଛି କରୋନା ଜନିତ ମୃତ୍ୟୁ, ଆଜି ୫ ମୃତ

ବହୁ ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଆଜି ଚିକିତ୍ସାଧୀନ ଅବସ୍ଥାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୪୪କୁ ବୃଦ୍ଧି ପାଇଛି। ଅନ୍ୟ ରୋଗ ଯୋଗୁଁ ୫୩ ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟ
Read More...

ଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ

ନୂଆଦିଲ୍ଳୀ : ଦେଶରେ ଦିନକରେ ୩୧ ହଜାର ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୨,୮୧୦ ରେ ପହଞ୍ଚିଛି। ସେହିଭଳି ଆଜି ୪୮୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୫,୬୦୩ ରହିଥିବାବେଳେ
Read More...

ରାଜ୍ୟରେ ଆଉ ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ମଙ୍ଗଳବାର ଆଉ ୩୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୯୧୦୩ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯ ଜଣ ସଙ୍ଗରୋଧରୁ ରହିଥିବାବେଳେ ୧୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି
Read More...

ମହିଳାଙ୍କୁ ନିର୍ଘାତ ପିଟିଲେ ପଡ଼ୋଶୀ

ପିପିଲି : ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ମହିଳାଙ୍କ ସମେତ ତାଙ୍କ ପରିବାର ସଦସ୍ୟଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ପାଚେରି ଡେଇଁ  ପଶିଥିବା ପଡ଼ୋଶୀ ସଦସ୍ୟ ମହିଳାଙ୍କୁ ଆକ୍ରମଣ କରିଥିଲେ।  ମହିଳାଜଣକ  ଏବେ ପିପିଲି ଡାକ୍ତରଖାନାରେ ଚିକିତ୍ସିତ ଥିବା ବେଳେ
Read More...

କୋଭିସିଲ୍ଡ ଟିକାକୁ ନେଇ ସ୍ବେଚ୍ଛାସେବୀଙ୍କ ବିରୋଧରେ ୧୦୦ କୋଟିର ମାନହାନୀ ମକଦ୍ଦମା

ଚେନ୍ନଇ : କୋଭିଡ୍‌ ଟିକା କୋଭାସିଲ୍ଡକୁ ନେଇ ଅଭିଯୋଗ ଆଣିଥିବା ଜଣେ ସ୍ବେଚ୍ଛାସେବୀଙ୍କ ବିରୋଧରେ ୧୦୦କୋଟିର ମାନହାନୀ ମକଦ୍ଦମା ରୁଜୁ କରାଯାଇଛି । ସେରମ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏହି ମାନହାନୀ ମକଦ୍ଦମା ରୁଜୁ କରାଯାଇଛି। କରୋନା ଟିକା କୋଭାସିଲ୍ଡର ମାନବ ପରୀକ୍ଷଣରେ ଭାଗ ନେଇଥିବା ଜଣେ
Read More...