ରାଜ୍ୟରେ ଆଉ ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରୁ ମଙ୍ଗଳବାର ଆଉ ୩୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୯୧୦୩ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯ ଜଣ ସଙ୍ଗରୋଧରୁ ରହିଥିବାବେଳେ ୧୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି!-->…
Read More...
Read More...