ଗୁଜରାଟର କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ; ୫ ମୃତ
ଗୁଜରାଟ : ଗୁଜରାଟର ରାଜକୋଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ରୋଗୀ ନିଆଁରେ ଜଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ଅନେକ କେତେକ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ!-->…
Read More...
Read More...