ସରିଲା କାଳିଆର ଶେଷକୃତ୍ୟ
କନ୍ଧମାଳ : ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ମଧ୍ୟରୁ ଗତକାଲି ମୃତ୍ୟୁ ବରଣ କରିଥିବା କାଳିଆର ଶେଷକୃତ୍ୟ ସରିଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ମିଲୁପଡାରେ ପରିବାର ବର୍ଗଙ୍କ ସମେତ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଡିଓଙ୍କ ଉପସ୍ଥିତିରେ ତାର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଜଗା-କାଳିଆର!-->…
Read More...
Read More...