ଡମ୍ପର ଧକ୍କାରେ ୬ ଜଣଙ୍କ ମୃତ୍ୟୁ
ନୟାଗଡ଼ : ନୟାଗଡ଼ ଜିଲା ଶରଣକୁଳ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡମ୍ପର ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ରାସ୍ତାରେ ଯାଉଥିବା ପଥଚାରୀଙ୍କ ଉପରେ ଡମ୍ପର ମାଡିଯାଇଥିଲା। ଫଳରେ ଘଟଣା ସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଜଣ!-->…
Read More...
Read More...