Browsing Category

ପ୍ରମୁଖ ଖବର

ବିଳମ୍ବିତ ହେବ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା – ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର : ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବିତ ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସର୍ବନିମ୍ନ ୩ ମାସ ପାଠ ପଢାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି ନହେଲେ ପରୀକ୍ଷା ହେବ। ଡିସେମ୍ବର ୩୧ ପରେ ସ୍କୁଲ ଖୋଲିବା ବାବଦରେ ମଧ୍ୟ
Read More...

ଗୁଜୁରାଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା – ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି, ୧୬ ଆହତ

ବୁଧବାର ପାହାନ୍ତା ପ୍ରହର ସମୟ ପ୍ରାୟ ୩ଟା ସମୟରେ ଗୁଜୁରାଟର ଭଦୋଦରା ନିକଟରେ ଏକ ମିନି ଟ୍ରକ୍ ଏବଂ ଟ୍ରଲି ମଧ୍ୟରେ ଧକ୍କା ହେବା ଫଳରେ ପାଞ୍ଚ ଜଣ ମହିଳାଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ
Read More...

ରାଜ୍ୟର ପୃଥକ ସ୍ଥାନରୁ ବ୍ରାଉନସୁଗାର ,ଗଞ୍ଜେଇ ଜବତ ; ୩ ଗିରଫ

କୋରାପୁଟ/ବାଲେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେବ ଗଞ୍ଜେଇ ଓ ବ୍ରାଉନସୁଗାର ଚୋରା ଚାଲାଣ ହେଉଥିବା ବେଳେ ପୁଲିସ ଦ୍ୱାରା ଏହା ଅନେକ ସ୍ଥାନରୁ ଜବତ ହେଉଛି।କୋରାପୁଟ ଜିଲା ଅନ୍ତର୍ଗତ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ମିଳିତ ପ।ଟ୍ରୋଲିଂ ବେଳେ ଗୁନେଇଁପଡା ଶିବ ମନ୍ଦିର ଛକରୁ
Read More...

ଦିନକୁ ସାଢ଼େ ୪ ଘଣ୍ଟା ବିଧାନସଭ, ରହିବନି ପ୍ରଶ୍ନକାଳ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବାବେଳେ ବୁଧବାର ସର୍ବଦଳୀୟ ବୈଠକ ବସିଥିଲା। କରୋନା କଟକଣା ମଧ୍ୟରେ କିପରି ବିଧାନସଭାର ଶୀତକାଳୀନ ଅଧିବେଶନ ପରିଚାଳନା କରାଯିବ ସେନେଇ ସମସ୍ତ ଦଳର ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲା। ଆଲୋଚନାପରେ ପ୍ରତିଦିନ
Read More...

ରାଜ୍ୟରେ ନୂଆ ଆକ୍ରାନ୍ତ ୮୬୮

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୫୦୨ ଓ ସ୍ଥାନୀୟ ସଂକ୍ରମଣ ୩୨୬ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ୧୦ ହଜାର ୯୨୦କୁ ବୃଦ୍ଧି ପାଇଛି।
Read More...

ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୧୫ ଜଣଙ୍କ ଜୀବନ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୁଚନା ଦିଆଯାଇଛି । ଏହା ସହିତ କରୋନା ଚନିତ ମୃତୁ୍ୟ ସଂଖ୍ୟା ୧୫୭୫ରେ ପହଂଚିଛି । ସୁ୍ନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩ଜଣ କରୋନାରେ ମୃତୁ୍ୟ ବାରଣ କରିଥିବା ଜଣାପଡିଛି ।
Read More...

ରାଜଧାନୀରେ ବନ୍ଦ ହେବ ମାର୍କେଟ

ନୂଆଦିଲ୍ଲୀ: ଦେଶର ରାଜଧାନୀ ନୂଆଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ସମସ୍ତଙ୍କୁ ଚିନ୍ତାରେ ପକାଇଛି। ସ୍ଥିତି ଏପରି ହୋଇଛି ଯେ ଦିଲ୍ଲୀର ପଜିଟିଭ ହାର ୧୨% ଛୁଇଁଛି। ପୂରା ଦେଶର ପଜିଟିଭ ହାର ୩.୫% ଥିବା ବେଳେ ଦିଲ୍ଲୀ ସ୍ଥିତି ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି।କରୋନା
Read More...

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚୂଡାନ୍ତ ରିପୋର୍ଟ ପ୍ରଦାନ କଲେ ପଞ୍ଚଦଶ ଅର୍ଥ ଆୟୋଗ

ପଞ୍ଚଦଶ ଅର୍ଥ ଆୟୋଗ ଆଜି ଏହାର ଚୂଡାନ୍ତ ରିପୋର୍ଟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପ୍ରଦାନ କରିଛନ୍ତି। ‘କୋଭିଡ ସମୟରେ ଅର୍ଥ ଆୟୋଗ’ ଶୀର୍ଷକ ରିପୋର୍ଟରେ ଆସନ୍ତା ୫ ବର୍ଷ ଯାଏଁ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଟ୍ୟାକ୍ସ ବଣ୍ଟନ ବିଷୟ ଉଲ୍ଲେଖ ରହିଛି। ପଞ୍ଚଦଶ ଅର୍ଥ କମିସନ ଚେୟାରମ୍ୟାନ୍‍
Read More...

ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟକୁ ମିଳିଲା ଅନୁମୋଦନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି। ଏଥିରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଅନୁମୋଦିତ ହୋଇଛି। ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟକୁ ମିଳିଲା ଅନୁମୋଦନ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି। ସେ
Read More...

ରାଜ୍ୟରେ ବିଜେପିର ୬ ପାର୍ଟି ଅଫିସକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଭୁବନେଶ୍ବର: ରାଜ୍ୟର ମଙ୍ଗଳବାର ବିଜେପିର ଆଉ ୬ଟି ପାର୍ଟି ଅଫିସ ଉଦଘାଟନ ହୋଇଛି।  ବରଗଡ, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର, ବାରିପଦା ଓ ଢ଼େଙ୍କାନାଳରେ ଆଦି ଜିଲାରେ ପାର୍ଟି ଅଫିସ ଖୋଲାଯାଇଛି। ଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ବିଜେପିର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଦଳର ରାଷ୍ଟ୍ରୀୟ
Read More...