ଆମେରିକାର ନୂଆ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସହ ଟେଲିଫୋନରେ କଥାବାର୍ତ୍ତା କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କଥାବାର୍ତ୍ତା ସମୟରେ ଦୁଇ ନେତା ଭାରତ-ଆମେରିକା ଭାଗିଦାରୀ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ପାଇଁ ପ୍ରତିଶ୍ରୁତିବଦ୍ଧତାକୁ!-->…
Read More...
Read More...