Browsing Category

ପ୍ରମୁଖ ଖବର

ଆଉ ୧୨୧୯ ନୂଆ ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୨,୭୯୩

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୧ ହଜାର ୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୦୮ ଓ ସ୍ଥାନୀୟ ଅଞ୍ଚଳରୁ ୫୧୧ ଆକ୍ରାନ୍ତ ଚିହ୍ନଟ
Read More...

ଭର୍ଚୁଆଲ୍ ଶୁଣାଣିର ଅନଧିକୃତ ଭାବେ ଭିଡିଓ ଲିଙ୍କ ବାହାରକୁ ଦେବା ନେଇ ତାଗିଦ କଲେ ସୁପ୍ରିମକୋର୍ଟ

ଅନଧିକୃତ ଭାବେ ବା ବିନା ଅନୁମତିରେ ଭର୍ଚୁଆଲ୍ କୋର୍ଟ ଶୁଣାଣିର ଭିଡିଓ କନଫରେନ୍ସ ଲିଙ୍କ ଅନ୍ୟକୁ ଦେବା ନେଇ ସର୍ବୋଚ୍ଚ ନ୍ୟାୟାଳୟ ତାଲିକାଭୁକ୍ତ ଆଇନଜୀବୀମାନଙ୍କୁ ତାଗିଦ କରିଛନ୍ତି। ଏହାର ପ୍ରତିକୂଳ ପରିଣାମ ସମ୍ପର୍କରେ ତାଲିକାଭୁକ୍ତ ଆଇନଜୀବୀ ଏବଂ ବ୍ୟକ୍ତିଗତ ଆବେଦନକାରୀଙ୍କୁ
Read More...

ହ୍ବାଟସ୍ ଆପ ଲଞ୍ଚ କଲା ହ୍ବାଟସ୍ ଆପ୍- ପେ, ଜାଣନ୍ତୁ ଏହାର ବ୍ୟବହାର ….

ନୂଆଦିଲ୍ଲୀ: ହ୍ବାଟସ୍ ଆପ୍ ପେମେଣ୍ଟ ଫିଚର ଭାରତରେ ହ୍ବାଟସ୍ ଆପ୍ ଦ୍ୱାରା ଲଞ୍ଚ କରାଯାଇଛି। ଫେସବୁକ୍ ସିଇଓ ମାର୍କ ଜୁକରବର୍ଗ କହିଛନ୍ତି ଯେ ଟଙ୍କା ପଠାଇବା ଏବଂ ଗ୍ରହଣ କରିବା ପାଇଁ ହ୍ବାଟସ୍ ଆପରେ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଅନେକ ଲୋକ ହ୍ବାଟସ୍ ଆପ୍ ପେ ମଧ୍ୟ ଆରମ୍ଭ କରିଛନ୍ତି,
Read More...

ବିମୁଦ୍ରିକରଣକୁ ପୁରିଲା ୪ ବର୍ଷ, ଏବେ କେଉଁଠି ଦେଶର ଅର୍ଥନୀତି

ଚାରି ବର୍ଷ ପୂର୍ବେ ଏହି ଦିନ ଅର୍ଥାତ ୨୦୧୬ ମସିହା ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଗଣମାଧ୍ୟମରେ ୫୦୦ ଓ ୧୦୦୦ ଟଙ୍କା ମୂଲ୍ୟର ନୋଟ୍ ମଧ୍ୟରାତ୍ରି ସୁଦ୍ଧା ଅବୈଧ ହୋଇଯିବା ନେଇ ଘୋଷଣା କରିଥିଲେ। ଦେଶରେ କଳା ଟଙ୍କା କାରବାର ବନ୍ଦ କରିବା ଲକ୍ଷ୍ୟରେ ଏହି ଘୋଷଣା ହେବା
Read More...

ଭାରତୀୟ ବଂଶୋଦ୍ଭବ କମଲା ହାରିସ୍ ରଚିଲେ ଇତିହାସ

ୱାଶିଂଟନ୍: ଇତିହାସ ରଚିଛନ୍ତି ଭାରତୀୟ ବଂଶୋଦ୍ଭବ କମଲା ହାରିସ୍। ଆମେରିକା ଇତିହାସରେ ପ୍ରଥମ ମହିଳା ଉପରାଷ୍ଟ୍ରପତି ହୋଇଛନ୍ତି କମଲା ହାରିସ୍। ଖାଲି ପ୍ରଥମ ମହିଳା ଉପରାଷ୍ଟ୍ରପତି ନୁହେଁ, ପ୍ରଥମ ଆଙ୍ଗଲୋ ଆମେରିକାନ୍ ମହିଳା ଏବଂ ଭାରତୀୟ ବଂଶୋଦ୍ଭବ ମହିଳା ଭାବେ ଆମେରିକାର ଦ୍ୱିତୀୟ
Read More...

୬୧କିଲୋ ଗଞ୍ଜେଇ ଜବତ, ୩ ଅଟକ

ରସଗୋବିନ୍ଦପୁର: ମୟୁରଭଞ୍ଜ ଜିଲା ରସଗୋବିନ୍ଦପୁର ଥାନା ପୁଲିସ ଦ୍ୱାରା ୬୧ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି। ଏଥିରେ ଜଡିତ ଥିବା ୩ ଜଣ ଅଭିଯୁକ୍ତକୁ ଥାନାରେ ଅଟକ ରଖି ଯାଇ ତଦନ୍ତ ଚଳାଇଛି ପୁଲିସ। ଅଟକ ଥିବା ୩ଜଣଙ୍କ ମଧ୍ୟରୁ ଜଣେ ହେଲେ ରୁପ୍ସା ଥାନା ଜାମୁନିଆ ଗାଁର ଚତୃଭୂଜ ବିଶ୍ୱାଳଙ୍କ
Read More...

ଜୋ ବାଇଡେନ, କମଲା ହାରିସଙ୍କୁ ଶଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଡେମୋକ୍ରାଟ୍ ରାଷ୍ଟ୍ରପତି ପ୍ରାର୍ଥୀ ୭୭ ବର୍ଷ ବୟସ୍କ ଜୋ ବାଇଡେନ୍ ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ଦୁଇ ଦେଶ ମଧ୍ୟରେ ସମ୍ପର୍କର ଆହୁରି
Read More...

ରାଜ୍ୟରେ ଖସୁଛି ତପମାତ୍ରା, ୧୫ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ବଢିବାରେ ଲାଗିଛି। ଶୀତର ପ୍ରକୋପ ଯୋଗୁ ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଛି ପାରଦ। ରାଜ୍ୟରେ ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ତେବେ ସୋନପୁର ସହରରେ ସର୍ବନିମ୍ନ ତାପମାତ୍ର ୯.୬ ଡିଗ୍ରୀ ରେକର୍ଡ କରାଯାଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ
Read More...

ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୪୨୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ
Read More...

ଇସ୍ରୋ ସଫଳତାରେ ଯୋଡି ହେଲା ନୂଆ ଫର୍ଦ୍ଦ, ଉତକ୍ଷେପଣ ହେଲା ଇଓଏସ-୧ ଉପଗ୍ରହ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ – ଇସ୍ରୋ ଆଜି ଭୂ-ପର୍ଯ୍ୟବେକ୍ଷଣ ଉପଗ୍ରହ ଇଓଏସ-୧କୁ ସଫଳତାର ସହ ଉତକ୍ଷେପଣ କରିଛି। ଏଥିରେ ୯ଟି ବିଦେଶୀ ଉପଗ୍ରହ ମଧ୍ୟ ଉତକ୍ଷେପଣ କରାଯାଇଛି। ଏହି ଉପଗ୍ରହ ଆଜି ଅପରାହ୍ନ ୩ଟା ୨ ମିନିଟରେ ଉତକ୍ଷେପଣ ହେବାର ଥିଲା କିନ୍ତୁ ୧୦ ମିନିଟ୍ ବିଳମ୍ବରେ
Read More...