ଦିଲ୍ଲୀରେ କରୋନା ସଂକ୍ରମଣର ତୃତୀୟ ଲହର- ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ପ୍ରଥମ ଥର ପାଇଁ ଗତକାଲି ଦିଲ୍ଲୀରେ ପ୍ରାୟ ସାତ ହଜାର କରୋନା ମାମଲା ଦେଖିବାକୁ ମିଳିଥିଲା। ଏହା ପରେ ବୁଧବାକ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏକ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି।!-->…
Read More...
Read More...