Browsing Category

ପ୍ରମୁଖ ଖବର

ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଜଟଣୀ ସ୍ଥିତ ଘରେ ବସିଥିବା ବେଳେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି।…
Read More...

ସେଲଫ୍‌ କ୍ବାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ

ଜେନେଭା : ଜଣେ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା କାରଣରୁ ନିଜକୁ ସେଲଫ୍‌ କ୍ବାରେଣ୍ଟାଇନ କରିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଘେବ୍ରିୟସ । ବିଶ୍ଵ ସ୍ବାସ୍ଥ୍ୟ ସଙ୍ଗଠନ ମହାନିର୍ଦେଶ ଡ଼. ଟେଡ଼୍ରୋସ ଘେବ୍ରିୟସ କରୋନାଭାଇରସ୍…
Read More...

କାଲି ବାଲେଶ୍ୱର ସଦର ଓ ତିର୍ତ୍ତୋଲ୍ ଉପ ନିର୍ବାଚନ

ଭୁବନେଶ୍ୱର : ଆସନ୍ତାକାଲି ଅନୁଷ୍ଠିତ ହେବ ବହୁ ପ୍ରତିକ୍ଷୀତ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ୍ ଉପ ନିର୍ବାଚନ । ଏଥିପାଇଁ ଚାଲିଛି ପ୍ରଶାସନିକ ପ୍ରସ୍ତୁତି। ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀରେ ୩୪୬ଟି ବୁଥ୍ କରାଯାଇଥିବା ବେଳେ ସଦର ବ୍ଲକ ଓ ମଧ୍ୟ ମ୍ୟୁନିସିପାଲିଟି ଅଞ୍ଚଳକୁ ୨ ଭାଗରେ…
Read More...

ରାଜଧାନୀରେ ସାଇବର ଥାନା ଉଦ୍‌ଘାଟିତ

ଭୁବନେଶ୍ୱର :  ରାଜଧାନୀରେ ଆଉ ଏକ ସାଇବର ଥାନା ଉଦଘାଟିତ ହୋଇଛି।  ଭୁବନେଶ୍ୱର ସାଇବର କମ୍ପ୍ଲେକ୍ସରେ କ୍ରାଇମବ୍ରାଞ୍ଚର ସାଇବର ଥାନାକୁ ଉଦ୍‌ଘାଟନ କରିଛନ୍ତି ପୁଲିସ ଡିଜି ଅଭୟ।  ଏହାକୁ ମିଶାଇ ରାଜ୍ୟରେ ଏବେ ସାଇବର ଥାନା ସଂଖ୍ୟା ୪କୁ ବୃଦ୍ଧି ହୋଇଛି।  କଟକରେ ଥିବା ସାଇବର ଥାନା ମଧ୍ୟ…
Read More...

କଟକରେ ସେରୋ ସର୍ଭେ

କଟକ: ସୋମବାରଠାରୁ ସହରରେ ସେରୋ-ସର୍ଭେ ଆରମ୍ଭ ହେବ। ଏଥିପାଇଁ ସିଏମ୍‌ସି ପକ୍ଷରୁ ପୂର୍ବପ୍ରସ୍ତୁତି ମୁତାବକ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସହରର ୫୯ ୱାର୍ଡ ମଧ୍ୟରୁ ୨୫ଟି ୱାର୍ଡକୁ ମନୋନୀତ କରାଯାଇଛି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆରଏମଆରସି), ଭୁବନେଶ୍ବର ଓ କଟକ ମହାନଗର…
Read More...

ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୩୪୦କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୯ ଜଣ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ…
Read More...

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ଧର୍ମପତ୍ନୀ କରୋନା ପଜିଟିଭ

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ପଜିଟିଭ। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନା ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ସୋମବାର ନିଜେ ରାଜ୍ୟପାଳ ଟ୍ବିଟ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି। ସୂଚନା…
Read More...

ଆସିଲା କରୋନାର ଦ୍ବିତୀୟ ଲହର : ଇଂଲଣ୍ଡରେ ପୁଣି ଲକ୍‌ଡାଉନ

ନୂଆଦିଲ୍ଲୀ : ପାର୍ବଣ ଋତୁରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ନେଇ ଯେଉଁ ଆଶଙ୍କା କରାଯାଉଥିଲା ତାହା ସତ ହେବାକୁ ଯାଉଛି। ଦେଶରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସେପ୍ଟେମ୍ବରରେ କରୋନା ସଂକ୍ରମଣ ଶୀର୍ଷସ୍ଥାନରେ ପହଞ୍ଚିବା ପରେ ଧୀରେ ଧୀରେ ହ୍ରାସ ପାଇଥିଲା।…
Read More...

ରାଜ୍ୟରେ ନୂଆ କରୋନା ଆକ୍ରାନ୍ତ ୧୩୮୯

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୧ହଜାର ୩୮୯ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୯୮ ଓ ସ୍ଥାନୀୟ ଅଞ୍ଚଳରୁ ୫୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ…
Read More...

କାର୍ତ୍ତିକ ମାସର ପ୍ରଥମ ସୋମବାର ; ଶୈବ ପୀଠରେ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ

ଭୁବନେଶ୍ୱର : ସୋମବାର ଅର୍ଥାତ ଆଜି ଠାରୁ ପୁଣ୍ୟ ଓ ଧର୍ମର ମାସ କାର୍ତ୍ତିକ ମାସର ପ୍ରଥମ ସୋମବାର ଆରମ୍ଭ। ଏହି ମାସରେ ସମସ୍ତ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଥାଏ। ମନ୍ଦିର ମାନଙ୍କରେ ବିଶେଷ କରି ସମସ୍ତ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ। ମାତ୍ର ଚଳିତ ବର୍ଷ କରୋନା…
Read More...