Browsing Category

ପ୍ରମୁଖ ଖବର

ରାଷ୍ଟ୍ରୀୟ ଏକତା ଦିବସ ; ବିବିଧତାରେ ଏକତା ଆମର ପରିଚୟ- ମୋଦୀ

ଗୁଜରାଟ : ଆଜି ରାଷ୍ଟ୍ରୀୟ ଏକତା ଦିବସ। ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ଗୁଜରାଟର କେୱଡିଆସ୍ଥିତ ଷ୍ଟାଚ୍ୟୁ ଅଫ ୟୁନିଟିରେ ମୋଦୀ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ପରେଡରେ ସାମିଲ ହୋଇଛନ୍ତି। ଏହାସହ ଏହି ଅବସରରେ ମୋଦୀ ଉଦବୋଧନ
Read More...

ନଭେମ୍ବର ୧୬ରୁ ସ୍କୁଲ ଯିବେ ୪ଟି ଶ୍ରେଣୀ ପିଲା

ଭୁବନେଶ୍ୱର : ମହାମାରୀ କରୋନା ପାଇଁ ରାଜ୍ୟରେ ବନ୍ଦ ରହିଥିଲା ସବୁ ଶିକ୍ଷାନୁଷ୍ଠାନ। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦଶ ବ୍ୟତୀତ ସବୁ ଶିକ୍ଷାନୁଷ୍ଠାନ ୩୦ ଯାଏଁ ବନ୍ଦ ରହିବ।
Read More...

ତୁର୍କୀ ଓ ଗ୍ରୀସରେ ଭୂ-କମ୍ପ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି

ଇଷ୍ଟାବୁଲ୍‍ : ତୁର୍କୀ ଓ ଗ୍ରୀସରେ ହୋଇଥିବା ବଡ ଧରଣର ଭୂମିକମ୍ପ ଓ ସୁନାମିରେ ବହୁ ଧନଜୀବନ ନଷ୍ଟ ହୋଇଛି। ଭୂମିକମ୍ପରେ ଗ୍ରୀସରେ ସୁନାମି ଆସିଥିବା ହେତୁ ତୁର୍କୀରେ ଅନେକ ଅଟ୍ଟାଳିକା ଧ୍ୱଂସ ହୋଇଯାଇଛି। ଏବେ ସୁଦ୍ଧା ଏଥିରେ ପ୍ରାୟ ମୃତ୍ୟୁ ସଂଖ୍ୟା୧୭କୁ ବୃଦ୍ଧି ପାଇଥିବା ବେଳେ ୭୦୯ ଆହତ
Read More...

ଅନ୍‌ଲକ୍-୬.୦ ପାଇଁ ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍ ଜାରି

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ପକ୍ଷରୁ ଅନଲକ୍-୬.୦ ବା ନଭେମ୍ବର ମାସ ପାଇଁ ଗାଇଡ୍ ଲାଇନ୍ ଜାରି କରାଯାଇଛି। ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର ୩୦ ଯାଏ
Read More...

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦କୁ ବୃଦ୍ଧି ପାଇଛି। ଆଜି ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,
Read More...

ରାଜ୍ୟରୁ ଆଉ ୧୪୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶନିବାର ଆଉ ୧୪୭୦  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୯୦ହଜାର ୧୧୬ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୬୧୭ ଜଣ ସ୍ଥାନୀୟ
Read More...

ଆଜି କୁଆଁର ପୂନେଇଁ ଚାନ୍ଦବନ୍ଦାଣକୁ ଆଞ୍ଜୁଳିଟେକା

ଭୁବନେଶ୍ବର/ଉତ୍ତରଭୁବନେଶ୍ବର: ଶନିବାର କୁଆଁର ପୂନେଇଁ । ସବୁ ପୂର୍ଣ୍ଣମୀଠାରୁ ଏହା ନିଆରା ଏଇଠି ସରିବ କୁମାରୀ କନ୍ୟାଙ୍କ ପର୍ବ । ପୂର୍ବରୁ ଭାଦ୍ରବରେ ଭାଲୁକୁଣୀ ପୂଜା ଯାଇଛି । ଶରତ ପୂର୍ଣ୍ଣମୀରେ ଚାନ୍ଦ ବନ୍ଦାଣ ଓ ଚଉରାମୂଳେ ଆଞ୍ଜୁଳି ଟେକି ଆଶ୍ବିନ ପର୍ବକୁ ଉଦ୍‌ଯାପନ କରିବେ କୁଆଁରୀ
Read More...

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସର୍ଦ୍ଦାର ପଟେଲଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟ ଗସ୍ତରେ ଯିବା ସହ ଆଜି ରାଷ୍ଟ୍ରୀୟ ଏକତା ଦିବସ ଓ ସର୍ଦ୍ଦାର ପଟେଲଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାସହ ରାଷ୍ଟ୍ରୀୟ ଦିବସ ଅବସରରେ ପରେଡରେ ଅଂଶ ଗ୍ରହଣ
Read More...

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ

ନୂଆଦିଲ୍ଳୀ : ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ।  ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୩୧ ଅକ୍ଟୋବର ୧୮୭୫ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ଆଜିର ଦିନକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ। ସର୍ଦ୍ଦାର ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ ।
Read More...

ଯାତନା ଦେଉଛି ସ୍ମାର୍ଟସିଟି-୨: ସହିଦନଗର ସାରା ଖାଲ

ଉତ୍ତରଭୁବନେଶ୍ୱର: ସ୍ମାର୍ଟସିଟିର ଭିଭିଆଇପି ଅଞ୍ଚଳ ଭାବେ ପରିଚିତ ସହିଦନଗର ଅଞ୍ଚଳର ବାସିନ୍ଦା ଏବେ ଘରୁ ବାହାରିବାକୁ ଭୟ କରୁଛନ୍ତି। ଯୁଆଡ଼େ ଦେଖିବ ସିଆଡ଼େ ଖାଲଖମା। ସବୁଠାରୁ ବଡ଼ କଥା ହେଉଛି ସ୍ମାର୍ଟସିଟିର କାର୍ଯ୍ୟାଳୟ ଏଠାରେ ଥିଲେ ମଧ୍ୟ ଏହି ଅଞ୍ଚଳକୁ ଉପେକ୍ଷା କରାଯାଉଥିବା
Read More...