Browsing Category

ପ୍ରମୁଖ ଖବର

ରାଜ୍ୟରେ ପୁଣି ୬୮ କରୋନା ଆକ୍ରାନ୍ତଙ୍କ ମୃତ

ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଥିବା ବେଳେ ଗତ ୨ସପ୍ତାହ ଧରି ଦୈନିକ ମୃତ୍ୟୁ ସଂଖ୍ୟା ୬୦ ଉପରେ ରହିଛି । ଆଜି ଦିନକରେ ପୁଣି ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା ବେଳେ ୧୫୭୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Read More...

ନିରାଶ କଲେ ଦୂତି

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ମହିଳା ଶହେ ମିଟର ଦୌଡ଼ରେ ଦୂତି ଚାନ୍ଦ ରାଜ୍ୟବାସୀଙ୍କୁ ନିରାଶ କରିଛନ୍ତି । ପ୍ରଥମ ରାଉଣ୍ଡରୁ ହିଁ ସେ ବିଦାୟ ନେଇଛନ୍ତି । ୫ମ ହିଟ୍‌ରେ ଥିବା ଦୂତି ସପ୍ତମ ସ୍ଥାନରେ ରହିଥିଲେ । ମୋଟ୍ ଉପରେ ସେ ୪୫ତମ ସ୍ଥାନରେ ରହିଥିଲେ । ଏପରିକି ସେ ନିଜର ରେକର୍ଡରେ
Read More...

ପିପିଲି ନିକଟରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ

ଭୁବନେଶ୍ୱର: ଏସଟିଏଫ୍ ପକ୍ଷରୁ ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ଏକ କେଜି ୪୮ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି । ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଏକ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ହେବ ବୋଲି କୁହାଯାଉଛି । ଏହି ମାମଲାରେ ଇମତାଜ ଖାନ୍ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଥିବାର
Read More...

ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ୱାରା
Read More...

ଅଲିମ୍ପିକ୍ସରେ ଭାରତ ପାଇଁ ପଦକ ନିଶ୍ଚିତ କଲେ ଲଭଲିନା

ଟୋକିଓ: ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତ ଗୋଟିଏ ପଦକ ପାଇ ସାରିଥିବା ବେଳେ ଆଉ ଏକ ପଦକ ନିଶ୍ଚିତ କରିଛନ୍ତି ମହିଳା ବକ୍ସର ଲଭଲିନା ବୋର୍ଗୋହେନ୍ । କାରଣ ସେ ସେମି ଫାଇନାଲରେ ପ୍ରବେଶ କରିଛନ୍ତି । କ୍ୱାର୍ଟର ଫାଇନାଲ୍‌ରେ ଲଭଲିନା ତାଇପେଇର ପୂର୍ବତନ ୱାର୍ଲ୍ଡ ଚାମ୍ପିଅନ୍ ଚେନ୍
Read More...

ପେଗାସସ୍ ମାମଲା : ଶୁଣାଣୀ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ପେଗାସସ୍ ମାମଲାର ଶୁଣାଣୀ କରିବେ ସୁପ୍ରିମକୋର୍ଟ ।ବରିଷ୍ଠ ସାମ୍ବାଦିକ ଏନ୍‌ରାମ୍ ଏବଂ ଶଶୀକୁମାର ଏସ୍‌ଆଇଟି ତଦନ୍ତ ପାଇଁ ଦାୟର କରିଥିବା ଜନସ୍ୱାର୍ଥ ମାମଲାର ଶୁଣାଣୀ ପାଇଁ ସୁପ୍ରିମକୋର୍ଟର ପ୍ରଧାନବିଚାରପତି ଶ୍ରୀ ଏନ୍‌ଭି ରମଣା ଗ୍ରହଣ କରିଛନ୍ତି । ଆସନ୍ତା
Read More...

ବିଧାୟକ ଦେଲେ ମାଟ୍ରିକ୍ ପରୀକ୍ଷା

ଭଞ୍ଜନଗର: ଆଜିଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷାରେ ତିନି ତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ୱାଇଁ ମଧ୍ୟ ପରୀକ୍ଷା ଦେଇଛନ୍ତି । ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଶାସକ ଦଳ ବିଧାୟକ
Read More...

ସିବିଏସ୍‌ଇ ଦ୍ୱାଦଶରେ ୯୯.୩୭% ପାସ୍‌

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ଦ୍ୱାରା ପରିଚାଳିତ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ୯୯.୩୭ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଚଳିତ ବର୍ଷ ମୋର୍ଟ ୧୩,୦୪,୫୬୧ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ
Read More...

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର: ରାଜ୍ୟରେ ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହା ସହିତ ଉଚ୍ଚପ୍ରାଥମିକ
Read More...

ଆଜିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା

କଟକ: ଆସନ୍ତାକାଲି ୩୦ତାରିଖ ଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଛାତ୍ରଛାତ୍ରୀମାନେ ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ । ଚଳିତ ବର୍ଷ ୧୧, ୧୫୧ଜଣ ପରୀକ୍ଷା ଦେବେ । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା
Read More...