Browsing Category

ପ୍ରମୁଖ ଖବର

ଦେଶରେ ଚିହ୍ନଟ ଆକ୍ରାନ୍ତ ୫୪ ହଜାର ୩୬୬ ; ମୃତ ୬୯୦

ନୂଆଦିଲ୍ଲୀ : ଧିରେ ଧିରେ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଦେଶରେ ୫୪ ହଜାର ୩୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯୦ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୭, ୩୦୬ରେ ପହଞ୍ଚିଛି। ଦେଶରେ
Read More...

ରାଲେଗାଡ଼ା ପଞ୍ଚାୟତକୁ ବୋଟ୍ ଦେବ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନି

ଚିତ୍ରକୋଣ୍ଡା  : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ରାଲେଗାଡ଼ା ପଞ୍ଚାୟତକୁ ଗୋଟିଏ ବୋଟ୍ ପ୍ରଦାନ କରିବ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନି। ଏ ସଂପର୍କରେ ଟ୍ୱଇଟ କରି ସୂଚନା ଦେଇଛନ୍ତି କମ୍ପାନିର ପ୍ରମୋଟର ଆନନ୍ଦ ମହିନ୍ଦ୍ରା। ସୂଚନାଯୋଗ୍ୟ, ଏହି ଅଞ୍ଚଳ ଦେଇ ପ୍ରବାହିତ
Read More...

ଅଦିନିଆ ବର୍ଷା ଉଜାଡିଲା ଧାନଚାଷ; ସହୟତା ଦାବି

– ଅଭିଯୋଗ ପରେ ଆକଳନ ଚାଲିଛି – କୃଷି ଜିଲା ଅଧିକାରୀ– କରୋନା ସମୟରେ ଧାନକ୍ଷତି ଦୁଃଖଦାୟକ – ଚାଷୀନେତାବଲାଙ୍ଗିର : ଅଦିନିଆ ବର୍ଷା ଓ ପବନ ଭାଙ୍ଗିଦେଲା ଚାଷୀର ମେରୁଦଣ୍ଡ। ଜିଲାର ଦୁଇଟି ବ୍ଲକର ଚାଷୀ ଉପରେ ଦାଉ ସାଧିଲା ଅଦିନିଆ ବର୍ଷା। ଗତ ୨୦ ତାରିଖରେ ରାତ୍ରିରେ ଲୋଇସିଂହା ଓ ଆଗଲପୁର
Read More...

ଭାରତୀୟ ନୌସେନାରେ ସାମିଲ ହେଲା ବୁଡ଼ାଜାହାଜ ବିଧ୍ୱଂସି ଯୁଦ୍ଧପୋତ ଆଇଏନଏସ କବରତ୍ତି

ସ୍ବଦେଶୀ ନିର୍ମିତ ବୁଡ଼ାଜାହାଜ ବିଧ୍ୱଂସି ଯୁଦ୍ଧପୋତ ଆଇଏନଏସ କବରତ୍ତି ନୌସେନାରେ ସାମିଲ ହୋଇଛି। ସେନା ମୁଖ୍ୟ ଜେନେରାଲ ଏମ. ନରୱଣେ ବିଶାଖାପଟ୍ଟନମ ନୌସେନା ଡ଼କୟାର୍ଡ଼ରେ ଏହି ଯୁଦ୍ଧପୋତକୁ କମିଶନ କରିଛନ୍ତି। ପ୍ରୋଜେକ୍ଟ ୨୮ ଅନ୍ତର୍ଗତ କାମୋର୍ଟ ଶ୍ରେଣୀର ଏହି ଯୁଦ୍ଧପୋତକୁ ସମ୍ପୂର୍ଣ୍ଣ
Read More...

୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ଏହି ୪ଟି ଜିଲ୍ଲାଗୁଡ଼ିକ ହେଲେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏହାର ପ୍ରଭାବରେ ଏହି ୪ଟି ଜିଲ୍ଲାରେ
Read More...

ପ୍ଲାଜ୍‌ମା ଦାନରେ ଓଡିଶା ପୋଲିସର ସଂଖ୍ୟା ୫୦୦

ଭୁବନେଶ୍ବର: ଆଜି ସୁଦ୍ଧା ଓଡିଶା ପୋଲିସରେ କାର୍ଯ୍ୟରତ ୫୦୦ ଜଣ କରୋନା ଯୋଦ୍ଧା କୋଭିଡ୍‌କୁ ହରାଇବା ପରେ ପ୍ଲାଜ୍‌ମା ଦାନ କରି ଓଡିଶା ପୋଲିସକୁ ଗୌରାବାନ୍ୱୀତ କରିଛନ୍ତି। ଏହି କରୋନା ଯୋଦ୍ଧା ମାନେ ରାଜ୍ୟର ବିଭିନ୍ନ ପ୍ଲାଜ୍‌ମା ସଂଗ୍ରହ କେନ୍ଦ୍ର ଯଥା ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ
Read More...

ଭୁବନେଶ୍ବରରୁ ଆଉ ୨୦୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ଆଜି ଆଉ ୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନରୁ ଓ ୧୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ବିଟ ଜରିଆରେ ସୂଚନା ଦିଆଯାଇଛି।
Read More...

ପଶ୍ଚିମବଙ୍ଗ ଦୁର୍ଗା ପୂଜା ମଣ୍ଡପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନସିଂ ଜରିଆରେ ପଶ୍ଚିମବଙ୍ଗର ଦୁର୍ଗା ପୂଜା ମଣ୍ଡପକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଲୋକମାନଙ୍କୁ ଅଭିବାଦନ ଜଣାଇଛନ୍ତି। ବିଜେପି ମହିଳା ମୋର୍ଚ୍ଚା ଉଦ୍ୟମରେ ପୂର୍ବାଞ୍ଚଳ ଜୋନାଲ ସାଂସ୍କୃତିକ କେନ୍ଦ୍ରରେ ଦୁର୍ଗା ପୂଜା ଆୟୋଜିତ
Read More...

ଦଶହରାରେ ଖୋଲା ରହିବ RTO ଅଫିସ୍

ଗାଡ଼ି ରେଜିଷ୍ଟ୍ରେସନ ପାଇଁ ଦଶହରାରେ ଖୋଲା ରହିବ RTO ଅଫିସ୍। ଏନେଇ ଏସ୍‌ଟିଏ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ସୂଚନା ମୁତାବକ,୨୪ ଏବଂ ୨୬ ତାରିଖ ଦିନ ସମସ୍ତ RTO ଅଫିସ୍ ଖୋଲା ରହିବ। ଉଭୟ ଦିନ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ୨ ଘଣ୍ଟା ଖୋଲା ରହିବ। ସୂଚନାଯୋଗ୍ୟ, ଆଜି
Read More...

କୋଭିସିଲ୍ଡ ଟିକାକୁ ଝଟକା: କ୍ଲିନିକାଳ ଟ୍ରାଏଲ ବେଳେ ଆଖି ବୁଜିଲେ ଡାକ୍ତର

ନୂଆଦିଲ୍ଲୀ: କରୋନାକୁ ମାତ ଦେବା ପାଇଁ କୋଭିସିଲ୍ଡ ଟିକାକୁ କ୍ଲିନିକାଲ ଟ୍ରାଏଲ ଚାଲିଥିବା ବେଳେ ଏହାକୁ ଏକ ବଡ ବଡ ଝଟକା ମିଳିଛି । କୋଭିସିଲ୍ଡ ର କ୍ଲିନିକାଲ ଟ୍ରାଏଲ ବେଳେ ବ୍ରାଜିଲର ଜଣେ ସ୍ୱେଚ୍ଛାସେବୀଙ୍କର ମୃତୁ୍ୟ ହୋଇଛି । ବ୍ରାଜିଲରେ ବିଭିନ୍ନ ଟିକାର ଟ୍ରାଏଲ ତଦାରଖ କରୁଥିବା
Read More...