ସିବିଏସ୍ଇ ଦ୍ୱାଦଶରେ ୯୯.୩୭% ପାସ୍
ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ)ଦ୍ୱାରା ପରିଚାଳିତ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ୯୯.୩୭ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଚଳିତ ବର୍ଷ ମୋର୍ଟ ୧୩,୦୪,୫୬୧ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ!-->…
Read More...
Read More...