Browsing Category

ପ୍ରମୁଖ ଖବର

ନବମ ଶ୍ରେଣୀ ଛାତ୍ରୀଙ୍କୁ ୨୨ ଦିନ ଗଣଦୁଷ୍କର୍ମ

କଟକ: କଟକରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି। ଚାଉଳିଆଗଞ୍ଜ ଗତିରାଉତ ପାଟଣାରେ ଏକ ଜଂଗଲିଆ ଅଞ୍ଚଳରେ ଥିବା ଘରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଛି। ଜଣେ କୁକୁଡ଼ା ଦୋକାନୀ ଏବଂ ସହଯୋଗୀ ଯୁବକ ୨୨ ଦିନ କାଳ ଏକ ଘରେ ଅଟକ ରଖି ଗଣଦୁଷ୍କର୍ମ କରିଆସୁଥିଲେ। ଓଏମ୍‌ପି
Read More...

ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୭୨ରେ ପହଞ୍ଚି ଯାଇଛି।
Read More...

୨୬କୁ ଘୁଞ୍ଚିଲା ଦିଲୀପ ରାୟଙ୍କ ଦଣ୍ଡବିଧାନ

ନୂଆଦିଲ୍ଲୀ: କୋଇଲା ଦୁର୍ନୀତିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦଣ୍ଡବିଧାନ ଆସନ୍ତା ଅକ୍ଟୋବର ୨୬ ତାରିଖକୁ ଘୁଞ୍ଚିଛି। ତେବେ ଏହି ମାମଲାରେ ସମସ୍ତ ଦୋଷୀକୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ସ୍ୱତନ୍ତ୍ର କୋର୍ଟର ଜଜ୍ ଭାରତ ପରାସର ନିର୍ଦ୍ଦେଶ
Read More...

ରାଜ୍ୟରେ ୨୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୦୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୧୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୩ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୫୯ହଜାର ୫୪୧କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ
Read More...

ରାଜ୍ୟର ୧୭ଟି ଜିଲ୍ଲାକୁ ହାଇ ଆର୍ଲଟ

ଭୁବନେଶ୍ବର: ଲଘୁଚାପ ହେତୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। ପାଣିପାଗ ବିଭାଗ ପକ୍ଷରୁ ଏନେଇ ୧୭ଟି ଜିଲ୍ଲାକୁ ହାଇ ଆର୍ଲଟ ଜାରି କରାଯାଇଛି। ରାୟଗଡ଼ା, ଯାଜପୁର, ସୋନପୁର, ମୟୂରଭଞ୍ଜ ଜିଲ୍ଲାକୁ ଆର୍ଲଟ ଜାରି କରାଯାଇଥିବା ବେଳେ ରାଜଧାନୀ ଭୁବନେଶ୍ବର ଓ କଟକରେ
Read More...

ପିଆଜ ଦର ଆକାଶ ଛୁଆଁ

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ୁଛି ପିଆଜ ଦର। ମଙ୍ଗଳବାର ରାଜଧାନୀର ଖୁଚୁରା ବଜାରରେ ପିଆଜ କିଲୋ ୬୦ ଟଙ୍କା ଛୁଇଁଛି। ଆମଦାନୀରେ କୌଣସି ପ୍ରଭାବ ପ୍ରଭାବ ପଡ଼ିନଥିଲେ ହେଁ ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ଦର ବୃଦ୍ଧି ଓଡ଼ିଶା ବଜାରକୁ ପ୍ରଭାବିତ କରିଥିବା କୁହାଯାଉଛି। ଦରବୃଦ୍ଧିକୁ ନିୟନ୍ତ୍ରଣ
Read More...

୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ଶ୍ରୀନଗରେ ଥିବା ରାମବାଗ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି ବିନିମୟରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ରାମବାଗ ଅଞ୍ଚଳରେ ୨-୩ ଜଣ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ପୋଲିସ ଏବଂ ସିଆରପିଏଫ୍ ଯବାନ
Read More...

ଗଞ୍ଜେଇ ଜବତରେ ପୁଲିସକୁ ମିଳିଛି ବଡ଼ ସଫଳତା , ଇସ୍ରୋ କରୁଛି ସାହାଯ୍ୟ

ଭୁବନେଶ୍ୱର: ରାଜ୍ୟରେ ଗଞ୍ଜେଇ ଜବତରେ ପୁଲିସକୁ ମିଳିଛି ବଡ଼ ସଫଳତା। କୋରାପୁଟରୁ ସର୍ବାଧିକ ୪୧୩ କ୍ବିଣ୍ଟାଲ ଗଞ୍ଜେଇ ଜବତ ହୋଇଥିବା ବେଳେ ମାଲକାନଗିରିରୁ ୨୪୦ ଓ ଗଜପତିରୁ ୧୨୬ କେଜି ଗଞ୍ଜେଇ ଜବତ ହୋଇଛି। ଏ ନେଇ ମଙ୍ଗଳବାର ପୁଲିସ ମହାନିର୍ଦ୍ଦେଶକ ଅଭୟ ସାମ୍ବାଦିକ ସମ୍ମିଲନୀରେ ସୂଚନା
Read More...

ତିନି ଭଉଣୀ ଉପରକୁ ଏସିଡ୍ ମାଡ

ଗୋଣ୍ଡା: ତିନି ଭଉଣୀ ଉପରକୁ ଏସିଡ୍ ମାଡ କରାଯାଇଛି । ଏସିଡ୍ ମାଡରେ ବଡ ଭଉଣୀ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ୟୁପି ଗୋଣ୍ଡା ଜିଲ୍ଲାର ପକ୍କା ଗାଁରେ । ତେବେ ଘଟଣା ସ୍ଥଳରେ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ତିନି ଭଉଣୀ ଗୋଟିଏ ଘରେ
Read More...

ବନ୍ଧୁକ ଦେଖାଇ ବ୍ୟାଙ୍କରୁ ୨୦ଲକ୍ଷ ଲୁଟିନେଲେ

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଚୌକି ସ୍ଥିତ ୟୁକୋ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ଅପରାହ୍ନରେ ଏକ ବଡ ଧରଣର ଲୁଟ୍ ହୋଇଛି । ବନ୍ଧୁକ ଦେଖାଇ ବ୍ୟାଙ୍କରୁ ପ୍ରାୟ ୨୦ଲକ୍ଷ ଲୁଟିନେଲେ ୬ଜଣ ଦୁର୍ବୃତ । ସୂଚନାଯୋଗ୍ୟ ଅପରାହ୍ନ ୨ଟା ସମୟରେ ୬ଜଣ ଯୁବକ ବ୍ୟାଙ୍କ ମଧ୍ୟକୁ ଗ୍ରାହକ ସାଜି
Read More...