Browsing Category

ପ୍ରମୁଖ ଖବର

ରୋନାଲ୍‌ଡୋଙ୍କୁ କରୋନା

ଲିସବନ: ପର୍ତ୍ତୁଗାଲର ତାରକା ଖେଳାଳି କ୍ରିଷ୍ଟିଆନୋ ରୋନାଲ୍‌ଡୋ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ମଙ୍ଗଳବାର ପର୍ତ୍ତୁଗାଲ ଫୁଟ୍‌ବଲ୍‌ ମହାସଂଘ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ପଜିଟିଭ୍‌ ଆସିଥିଲେ ମଧ୍ୟ ୩୫ ବର୍ଷୀୟ ଜୁଭେଣ୍ଟସ ଷ୍ଟ୍ରାଇକର ରୋନାଲ୍‌ଡୋଙ୍କ ନିକଟରେ କୌଣସି ଲକ୍ଷଣ ନାହିଁ।…
Read More...

୨୪ଘଣ୍ଟାରେ ୭୪,୬୩୨ଜଣ ସୁସ୍ଥ, ୬୩,୫୦୯ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବା ବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି । ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା…
Read More...

୧ କୁଇଣ୍ଟାଲ ଗଞ୍ଜେଇ ଜବତ

ଭଦ୍ରକ : ନିଶା କାରବାର ପେଣ୍ଠସ୍ଥଳୀ ପାଲଟିଛି ଭଦ୍ରକ ଜିଲ୍ଲା। ପୁଲିସ ଓ ଅବକାରୀ ବିଭାଗର ଚଢ଼ଉ ପରେ ବି ନିଶା କାରବାର ଥମୁନି। ଆଜି ବାସୁଦେବପୁର ଥାନା ଅଞ୍ଚଳରୁ ପୁଲିସ ୧ କୁଇଣ୍ଟାଲ ଗଞ୍ଜେଇ ଜବତ କରିଥିବାବେଳେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ଗିରଫ ଅଭିଯୁକ୍ତଦ୍ବୟ…
Read More...

ନବମ ଶ୍ରେଣୀ ଛାତ୍ରୀଙ୍କୁ ୨୨ ଦିନ ଗଣଦୁଷ୍କର୍ମ

କଟକ: କଟକରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି। ଚାଉଳିଆଗଞ୍ଜ ଗତିରାଉତ ପାଟଣାରେ ଏକ ଜଂଗଲିଆ ଅଞ୍ଚଳରେ ଥିବା ଘରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଛି। ଜଣେ କୁକୁଡ଼ା ଦୋକାନୀ ଏବଂ ସହଯୋଗୀ ଯୁବକ ୨୨ ଦିନ କାଳ ଏକ ଘରେ ଅଟକ ରଖି ଗଣଦୁଷ୍କର୍ମ କରିଆସୁଥିଲେ। ଓଏମ୍‌ପି…
Read More...

ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୭୨ରେ ପହଞ୍ଚି ଯାଇଛି।
Read More...

୨୬କୁ ଘୁଞ୍ଚିଲା ଦିଲୀପ ରାୟଙ୍କ ଦଣ୍ଡବିଧାନ

ନୂଆଦିଲ୍ଲୀ: କୋଇଲା ଦୁର୍ନୀତିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦଣ୍ଡବିଧାନ ଆସନ୍ତା ଅକ୍ଟୋବର ୨୬ ତାରିଖକୁ ଘୁଞ୍ଚିଛି। ତେବେ ଏହି ମାମଲାରେ ସମସ୍ତ ଦୋଷୀକୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ସ୍ୱତନ୍ତ୍ର କୋର୍ଟର ଜଜ୍ ଭାରତ ପରାସର ନିର୍ଦ୍ଦେଶ…
Read More...

ରାଜ୍ୟରେ ୨୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୦୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୧୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୩ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୫୯ହଜାର ୫୪୧କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ…
Read More...

ରାଜ୍ୟର ୧୭ଟି ଜିଲ୍ଲାକୁ ହାଇ ଆର୍ଲଟ

ଭୁବନେଶ୍ବର: ଲଘୁଚାପ ହେତୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। ପାଣିପାଗ ବିଭାଗ ପକ୍ଷରୁ ଏନେଇ ୧୭ଟି ଜିଲ୍ଲାକୁ ହାଇ ଆର୍ଲଟ ଜାରି କରାଯାଇଛି। ରାୟଗଡ଼ା, ଯାଜପୁର, ସୋନପୁର, ମୟୂରଭଞ୍ଜ ଜିଲ୍ଲାକୁ ଆର୍ଲଟ ଜାରି କରାଯାଇଥିବା ବେଳେ ରାଜଧାନୀ ଭୁବନେଶ୍ବର ଓ କଟକରେ…
Read More...

ପିଆଜ ଦର ଆକାଶ ଛୁଆଁ

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ୁଛି ପିଆଜ ଦର। ମଙ୍ଗଳବାର ରାଜଧାନୀର ଖୁଚୁରା ବଜାରରେ ପିଆଜ କିଲୋ ୬୦ ଟଙ୍କା ଛୁଇଁଛି। ଆମଦାନୀରେ କୌଣସି ପ୍ରଭାବ ପ୍ରଭାବ ପଡ଼ିନଥିଲେ ହେଁ ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ଦର ବୃଦ୍ଧି ଓଡ଼ିଶା ବଜାରକୁ ପ୍ରଭାବିତ କରିଥିବା କୁହାଯାଉଛି। ଦରବୃଦ୍ଧିକୁ ନିୟନ୍ତ୍ରଣ…
Read More...

୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ଶ୍ରୀନଗରେ ଥିବା ରାମବାଗ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି ବିନିମୟରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ରାମବାଗ ଅଞ୍ଚଳରେ ୨-୩ ଜଣ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ପୋଲିସ ଏବଂ ସିଆରପିଏଫ୍ ଯବାନ…
Read More...