‘ସୁଜଳ’ ଯୋଜନାର ଶୁଭାରମ୍ଭ କେଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ସୁଜଳ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରାଥମିକ ପର୍ଯ୍ୟାୟରେ ୨ଟି ସହର ପୁରୀ ଓ ଭୁବନେଶ୍ବରରେ ଆରମ୍ଭ ହୋଇଛି। ଏହି ୨ଟି ସହରର ୧.୮୦ ଲକ୍ଷ ଲୋକ ଉପକୃତ ହେବେ। ପର୍ଯ୍ୟାୟ କ୍ରମେ ରାଜ୍ୟର!-->…
Read More...
Read More...