ମହେନ୍ଦ୍ର ସିଂହ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ ଧମକ ଦେଇଥିବା ନାବାଳକ ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: କିଛି ଦିନ ତଳେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ହ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ କରିବାର ଧମକ ଦିଆଯାଉଥିବାର ଖବର ସାମ୍ନାକୁ ଆସିଥିଲା। ସୋସିଆଲ ମିଡିଆ ମାଧ୍ୟମରେ ମହେନ୍ଦ୍ର ସିଂ ଧୋନି ଏବଂ ତାଙ୍କ!-->…
Read More...
Read More...