Browsing Category

ପ୍ରମୁଖ ଖବର

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁବରଣ କରିଥିବା ୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ମହିଳା ରହିଛନ୍ତି । । ଏହା ସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୯୫୮ ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା
Read More...

ରାଜଭବନ ନିକଟସ୍ଥ ପେଟ୍ରୋଲ ଟାଙ୍କିରେ ବଡ଼ ଧରଣର ବିସ୍ଫୋରଣ

ଭୁବନେଶ୍ବର : ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କିରେ ଆଜି ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି । ଏହା ଫଳରେ ଟାଙ୍କିରେ ନିଆଁ ଲାଗିଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଛନ୍ତି । କେଉଁ କାରଣରୁ ଟାଙ୍କିରେ ନିଆଁ ଲାଗିଲା ସେ
Read More...

ରାଜ୍ୟରେ ୨୯୯୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ଓଡ଼ିଶାରେ ଗତ ୨୪ ଘଣ୍ଟାରେ ରେକର୍ଡ ୨୯୯୫ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୨୫୮ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୧୭୩୭ ଟି ମାମଲା କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ
Read More...

ଦେଶରେ ୧ ଲକ୍ଷ ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ :  ଗତ ୨୪ ଘଣ୍ଟାରେ  ପ୍ରାୟ ୬୧ ହଜାର  ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି ।  ତେବେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଯାଇଛି । କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ
Read More...

ଚୀନର ମୁକାବିଲା ଲାଗି ଏକାଠି ହେଲେ ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ : ବିଶ୍ୱରେ ଚୀନର ପ୍ରାଦୁର୍ଭାବ ବଢିଚାଲିଥିବାରୁ ତାହାର ମୁକାବିଲା ପାଇଁ ଏକାଠି ହୋଇଛନ୍ତି ବିଶ୍ୱର ସୁପରପାଓ୍ବାର ଆମେରିକା ଓ ଅନ୍ୟ ୩ଟି ଶକ୍ତିଶାଳୀ ଦେଶ-ଭାରତ, ଜାପାନ ଓ ଅଷ୍ଟ୍ରେଲିଆ । ଏହି ୪ଟି ଦେଶକୁ ନେଇ ଗଠିତ ମେଣ୍ଟ କ୍ବାଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଟୋକିଓଠାରେ
Read More...

ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଲେ ବରିଷ୍ଠ ସେବାୟତ

ପୁରୀ: ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ତଥା ବରିଷ୍ଠ ସେବାୟତ ଦାମୋଦର ମହାସୁଆର ଧାରଣାରେ ବସିଥିବା ଜଣାଯାଇଛି। ସେ ତାଙ୍କ ସହଯୋଗୀମାନଙ୍କ ସହ ଧାରଣାରେ ବସିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାର ମନ୍ଦିର
Read More...

୨୬୭୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୫୪ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧୯ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୮ ହଜାର ୩କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ
Read More...

କ୍ଷେପଣାସ୍ତ୍ର କେ-୧୫ର ପରୀକ୍ଷା ସଫଳ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଚାନ୍ଦିପୁର ଆଇଟିଆର୍ ୪ ନମ୍ବର ଲଞ୍ଚପ୍ୟାଡରୁୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ର ସୌର୍ଯ୍ୟ କେ-୧୫ର ପରୀକ୍ଷା ସଫଳ ହୋଇଛି । ଆଜି ଦିନ ୧୧ଟା ୪୦ରେ ଏହାର ପରୀକ୍ଷଣ କରାଯାଇଛି । ଏହି ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ୭୫୦ କିଲୋମିଟର ବା
Read More...

ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ସିଆର୍‌ପିଏଫ୍ ଯବାନ ସହିଦ, ୩ ଆହତ

ଶ୍ରୀନଗର: ସୋମବାର ଅପରାହ୍ଣ ପ୍ରାୟ ୧୨:୫୦ରେ ଦକ୍ଷିଣ କଶ୍ମୀରର ପାମ୍ପୋର ଅନ୍ତର୍ଗତ କାନ୍ଦିଜାଲ ସେତୁ ନିକଟରେ ଏକ ପାଟ୍ରୋଲିଙ୍ଗ୍ ପାର୍ଟିକୁ ଆତଙ୍କବାଦୀମାନେ ଆକ୍ରମଣ କରିବାରୁ ଅନ୍ୟୂନ ୨ଜଣ ସିଆର୍‌ପିଏଫ୍ ଯବାନ ସହିଦ ହୋଇଛନ୍ତି ଏବଂ ଅନ୍ୟ ୩ ଜଣ ଆହତ ହୋଇଥିବା କଥା ସରକାରୀ ଅଧିକାରୀମାନେ
Read More...

ରାଜ୍ୟରେ ଆଉ ୧୭ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: କରୋନାରେ ଆଜି ପୁଣି ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି ଯେଉଁ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ କଟକ ଓ
Read More...