Browsing Category

ପ୍ରମୁଖ ଖବର

୨୪ ଘଣ୍ଟାରେ ଦେଶରେ ୭୨,୦୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ  ଲାଗିଛି ।  ଗତ ୨୪ ଘଣ୍ଟାରେ  ପ୍ରାୟ ୭୨ ହଜାର  ନୂଆ…
Read More...

ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

ଭୁବନେଶ୍ବର : ଓଲିଉଡ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ  ଛାଡ଼ପତ୍ର ମାମଲାର ଶୁଣାଣି ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଆରମ୍ଭ ହୋଇଛି । ବିଚାରପତି ଅଂଜୁ ବଜାଜ ଚନ୍ଦନା ଏହି ମାମଲାର ଶୁଣାଣି କରିବା ସହ ବର୍ଷାଙ୍କୁ ନୋଟିସ ଜାରି…
Read More...

ରିୟାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ମୁମ୍ବାଇ: ବେଆଇନ ଡ୍ରଗ୍ସ କାରବାର ମାମଲାରେ ଛନ୍ଦି ହୋଇଥିବା ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍‌ ପ୍ରଦାନ କରାଯାଇଛି। ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ। ସେ ବିନା ଅନୁମତିରେ ମୁମ୍ବାଇରୁ ବାହାରକୁ ଯାଇପାରିବେ ନାହିଁ ବୋଲି ସୂଚନା…
Read More...

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁବରଣ କରିଥିବା ୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ମହିଳା ରହିଛନ୍ତି । । ଏହା ସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୯୫୮ ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା…
Read More...

ରାଜଭବନ ନିକଟସ୍ଥ ପେଟ୍ରୋଲ ଟାଙ୍କିରେ ବଡ଼ ଧରଣର ବିସ୍ଫୋରଣ

ଭୁବନେଶ୍ବର : ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କିରେ ଆଜି ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି । ଏହା ଫଳରେ ଟାଙ୍କିରେ ନିଆଁ ଲାଗିଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଛନ୍ତି । କେଉଁ କାରଣରୁ ଟାଙ୍କିରେ ନିଆଁ ଲାଗିଲା ସେ…
Read More...

ରାଜ୍ୟରେ ୨୯୯୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ଓଡ଼ିଶାରେ ଗତ ୨୪ ଘଣ୍ଟାରେ ରେକର୍ଡ ୨୯୯୫ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୨୫୮ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୧୭୩୭ ଟି ମାମଲା କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ…
Read More...

ଦେଶରେ ୧ ଲକ୍ଷ ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ :  ଗତ ୨୪ ଘଣ୍ଟାରେ  ପ୍ରାୟ ୬୧ ହଜାର  ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି ।  ତେବେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଯାଇଛି । କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ…
Read More...

ଚୀନର ମୁକାବିଲା ଲାଗି ଏକାଠି ହେଲେ ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ : ବିଶ୍ୱରେ ଚୀନର ପ୍ରାଦୁର୍ଭାବ ବଢିଚାଲିଥିବାରୁ ତାହାର ମୁକାବିଲା ପାଇଁ ଏକାଠି ହୋଇଛନ୍ତି ବିଶ୍ୱର ସୁପରପାଓ୍ବାର ଆମେରିକା ଓ ଅନ୍ୟ ୩ଟି ଶକ୍ତିଶାଳୀ ଦେଶ-ଭାରତ, ଜାପାନ ଓ ଅଷ୍ଟ୍ରେଲିଆ । ଏହି ୪ଟି ଦେଶକୁ ନେଇ ଗଠିତ ମେଣ୍ଟ କ୍ବାଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଟୋକିଓଠାରେ…
Read More...

ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଲେ ବରିଷ୍ଠ ସେବାୟତ

ପୁରୀ: ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ତଥା ବରିଷ୍ଠ ସେବାୟତ ଦାମୋଦର ମହାସୁଆର ଧାରଣାରେ ବସିଥିବା ଜଣାଯାଇଛି। ସେ ତାଙ୍କ ସହଯୋଗୀମାନଙ୍କ ସହ ଧାରଣାରେ ବସିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାର ମନ୍ଦିର…
Read More...

୨୬୭୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୫୪ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧୯ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୮ ହଜାର ୩କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ…
Read More...