ଏମ୍ସ ରିପୋର୍ଟରେ ବଡ଼ ଖୁଲାସା : ସୁଶାନ୍ତଙ୍କ ଶରୀରରେ ମିଳିଲା ନାହିଁ ବିଷ
ମୁମ୍ବଇ : ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ ଦୀର୍ଘ ୪ ମାସ ବିତିସାରିଲାଣି। ମାତ୍ର ଏଯାଏଁ ମଧ୍ୟ ତାଙ୍କ ମୃତୁକୁ ନେଇ ତଦନ୍ତ ଜାରି ରହିଛି। ସୁଶାନ୍ତ ରାଜପୁତଙ୍କ କେସରେ ଏମ୍ସର ଏକ ଡ଼ାକ୍ତରୀ ପ୍ୟାନେଲଙ୍କ ଦ୍ୱାରା ସିବିଆଇକୁ ହସ୍ତାନ୍ତର ହୋଇଥିବା ରିପୋର୍ଟ ମିଳିଥିବା ଜଣାପଡ଼ିଛି।!-->…
Read More...
Read More...