Browsing Category

ପ୍ରମୁଖ ଖବର

ବିଦ୍ୟାଭାରତୀଙ୍କ ଚତୁର୍ଥ ହାତ ଲେଖା ଚିଠିକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି: ବହୁ ଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇପାରି ନଥିଲା ବେଳେ ପତ୍ନୀ ବିଦ୍ୟାଭାରତୀଙ୍କ ଆଉ ଏକ ହାତ ଲୋଖା ଚିଠି ଉଧାର ହୋଇଛି । ଏହି ଚିଠିରେ ତାଙ୍କ ମନ ଭିତରେ ଥିବା ଘୃଣା, ଅବଶୋସ, ବ୍ୟଥା, ବେଦନା, ପ୍ରତିହିଂସାର ଛାପ ସ୍ପଷ୍ଟ ବାରିହେଇ ପଡୁଛି
Read More...

ସ୍ଥାନାନ୍ତରିତ ହେବନି ସ୍ଥାପତ୍ୟ ଘୋଡା

ଭୁବନେଶ୍ୱର: ରାଜଧାନୀର ମାଷ୍ଟରକ୍ୟାଂଟିନ ସ୍ଥିତ ସ୍ଥାପତ୍ୟ ଘୋଡା ସ୍ଥାନାନ୍ତର ହେବନାହିଁ ବୋଲି ବିଏମସି କମିଶନର ସଂଞ୍ଜୟ ସିଂହ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏ ନେଇ ସରକାରୀ ସ୍ଥରରେ ନିଷ୍ପତି ହୋଇଛି । ଘୋଡା ସ୍ଥାନାନ୍ତର ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାଣିବା ପରେ
Read More...

ଖୋର୍ଦ୍ଧାରୁ ଦିନକରେ ୪୨ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ଆଜି ଆଉ ୬୨ ଜୀବନ ନେଇଥିଲା ବେଳେ କେବଳ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ଏଥିସହିତ ସୁନ୍ଦରଗଡ ଜିଲାରୁ ୧୦, କେନ୍ଦୁଝର ୪, ଯାଜପୁର ଜିଲାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ଗଞ୍ଜାମ, ଜଗତସିଂହପୁର,
Read More...

ଟ୍ରାକ୍ଟର ଚଳାଇ ପାର୍ଲାମେଣ୍ଟ୍‌କୁ ଗଲେ ରାହୁଲ୍‌

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ତିନି କୃଷି ଆଇନ ବିରୋଧରେ ପ୍ରତିବାଦ ତଥା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ କଂଗ୍ରେସ ନେତା ରାହୁଲ୍ ଗାନ୍ଧୀ ଆଜି ଗୋଟାଏ ଟ୍ରାକ୍ଟର ଚଳାଇ ପାର୍ଲାମେଣ୍ଟ୍‌କୁ ଯାଇଥିଲେ । ଏହି ବିବାଦୀୟ କୃଷି ଆଇନ ତୁରନ୍ତ ପ୍ରତ୍ୟାହାର କରି ନିଆଯାଉ ବୋଲି ଶ୍ରୀ ଗାନ୍ଧୀ ଦାବି
Read More...

ଦଶମ ଓ ଦ୍ୱାଦଶ ଶ୍ରେଣୀରେ କ୍ଲାସ୍‌ରୁମ୍ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ମହାମାରୀ କରୋନା ଯୋଗୁଁ ଦିର୍ଘ ଦେଢବର୍ଷ ଧରି ରାଜ୍ୟରେ ସ୍କୁଲ କଲେଜ୍ ଗୁଡିକ ବନ୍ଦ ରହିଥିଲା ବେଳେ ଆଜି ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବା ସହ ଛାତ୍ରଛାତ୍ରୀଙ୍କ କ୍ଲାସ୍‌ରୁମ୍ ପାଠପଢ଼ା ଆରମ୍ଭ ହୋଇଛି । ସକାଳ ୧୦ଟାରୁ କ୍ଲାସ୍ ଆରମ୍ଭ ହୋଇଥିଲା ବେଳେ ପ୍ରଥମଦିନ ଏକ ଘଣ୍ଟା
Read More...

ଇସ୍ତଫା ଦେଲେ ୟେଦ୍ୟୁରପ୍ପା

ବେଙ୍ଗାଲୁରୁ : ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଶ୍ରୀ ବି.ଏସ୍ ୟେଦ୍ୟୁରପ୍ପା ଆଜି ଇସ୍ତପା ଦେଇଛନ୍ତି । ସେ ରାଜଭବନରେ ରାଜ୍ୟପାଳ ଥୱାରଚାନ୍ଦ ଗେହଲଟ୍‌ଙ୍କୁ ଭେଟି ନିଜର ଇସ୍ତଫା ପ୍ରଦାନ କରିଛନ୍ତି । କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଚଳିତ ପାଳିରେ
Read More...

ଏଣିକି ପୁରୀରେ ମିଳିବ ବିଶୁଦ୍ଧ ଟ୍ୟାପ୍ ଜଳ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ତରିୟ ପର୍ଯ୍ୟଟନ ସ୍ଥଳିରେ ପରିଣତ କରିବାପାଇଁ ଆଜି ଦେଶର ପ୍ରଥମ ସହରଭାବେ ପୁରୀରେ ଡ୍ରିଙ୍କ ଫ୍ରର୍ମ ଟ୍ୟାପ’ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ‘ଡ୍ରିଙ୍କ ଫ୍ରର୍ମ ଟ୍ୟାପ୍‌୍‌’ପ୍ରକଳ୍ପକୁ
Read More...

ଆଜି ଖୋଲିବ ଦଶମ, ଦ୍ୱାଦଶ ଶ୍ରେଣୀ

ଭୁବନେଶ୍ୱର: ମହାମାରୀ କରୋନା ପ୍ରଭାବରେ ଦିର୍ଘ ମାସ ମାସ ଧରି ବନ୍ଦ ରହିଥିବା ଦଶମ ଓ ଦ୍ୱାଦଶ ଶ୍ରେଣୀ ଆସନ୍ତା କାଲି ଖୋଲିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏବଂ ଶ୍ରେଣୀ କକ୍ଷ ଗୁଡିକରେ ବିଷୋଧନ କାର୍ଯ୍ୟ ମଧ୍ୟ ସମ୍ପୃନ୍ନ ହୋଇଛି ବୋଲି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ
Read More...

ବିଦ୍ୟାଭାରତୀ ରହୁଥିବା ହଷ୍ଟେଲ ରୁମ୍ ସିଲ୍‌

ବଲାଙ୍ଗିର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତ୍‌ାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଅଧ୍ୟୟନ କରିଥିବା ବଲାଙ୍ଗିର ଲର୍କିପାର୍ଲି ସ୍ଥିତ ଏଲଆଇ ଟ୍ରେନିଂ ସେଣ୍ଟରରେ ପୋଲିସର ତଦନ୍ତ ଅରମ୍ଭ କରିଛି । ଟ୍ରେନିଂ ସେଣ୍ଟରର ନିର୍ଦ୍ଦେଶକଙ୍କ ସମେତ ଜୁନିୟର
Read More...

ରାଜ୍ୟରେ ସ୍ଥିର ଅବସ୍ଥାରେ ସଂକ୍ରମଣ ଓ ମୃତ୍ୟୁ

ଭୁବନେଶ୍ୱର: ମହାମାରୀ କରୋନା ପ୍ରଭାବରେ ରାଜ୍ୟରେ ଆଜି ପୁଣି ୧, ୮୩୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ୬୭ଜଣଙ୍କର ମୃତ୍ୟୁ ଘଟିଛି । ଗତ କିଛି ଦିନ ଧରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାରୁ ସାମାନ୍ୟ କମ୍ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୦ଉପରେ ରହିଛି । ରାଜ୍ୟରେ
Read More...