Browsing Category

ପ୍ରମୁଖ ଖବର

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା

ଭୁବନେଶ୍ୱର- ପ୍ରଥମ କଟ ଅଫ ମାର୍କ ପାଇଁ ଆଜିଠାରୁ ରାଜ୍ୟରେ ଯୁକ୍ତ ଦୁଇ ନାମଲେଖା ପକ୍ରିୟା ଆରମ୍ଭ ହେବ । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ପକ୍ରିୟା ଜାରି ରହିବ । କରୋନା କଟକଣା ମାନି ଆଡମିଶନ କରାଇବାକୁ କ୍ୟାମ୍ପସରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଅକ୍ଟୋବର ୩ ତାରିଖରେ…
Read More...

ରାଜ୍ୟସଭାରେ କୃଷି ବିଲ୍ ଆଗତ : ବିଜେଡି ସମେତ ବିଭିନ୍ନ ଦଳର ବିରୋଧ

ନୂଆଦିଲ୍ଲୀ : କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ରବିବାର ରାଜ୍ୟସଭାରେ କୃଷି ସମ୍ବନ୍ଧୀୟ ୩ଟି ବିଲ୍ ଆଗତ କରିଛନ୍ତି । ସଂସଦର ମୌସୁମୀ ଅଧିବେଶନର ସପ୍ତମ ଦିନ। ପୁରୁଣା ସହଯୋଗୀମାନଙ୍କ ଅସନ୍ତୋଷ ତଥା ଚାଷୀଙ୍କ ସମେତ ବିରୋଧୀଙ୍କ ଦଳର ପ୍ରବଳ ବିରୋଧ ସତ୍ତ୍ବେ…
Read More...

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ; ୧୦ ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି

ଭୁବନେଶ୍ୱର : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୩ ଦିନ ଯାଏଁ ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୭ଟି ଜିଲା ଓ ଆସନ୍ତାକାଲି ୧୦ ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ୱର ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ,…
Read More...

ଶ୍ରମିକ ସ୍ୱତନ୍ତ୍ର ଟ୍ରେନରେ ୯୭ ମୃତ୍ୟୁ

ନୂଆଦିଲ୍ଲୀ : କରୋନା ଲକଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରେ ପହଞ୍ଚାଇବା ଲାଗି ସରକାର ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିଥିଲେ। ଏହି ସ୍ୱତନ୍ତ୍ର ଟ୍ରେନରେ ଯାତ୍ରା ସମୟରେ ୯୭ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ରେଳମନ୍ତ୍ରୀ ପିୟୂଷ ଗୋୟଲ ସଂସଦକୁ ଲଖିତ ଉତ୍ତର ଦେଇ ଜଣାଇଛନ୍ତି।…
Read More...

ଦେଶରେ ୨୪ ଘଣ୍ଟାରେ ୯୨ ହଜାର ୬୦୫ ଆକ୍ରାନ୍ତ ଚିହ୍ନଟ, ୧୧୩୩ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ରେକର୍ଡ଼ ସୃଷ୍ଟି କରୁଛି। ପ୍ରତିଦିନ ୯୦ ହଜାରୁ ଅଧିକ ଆକ୍ରାନ୍ତ ସୃଷ୍ଟି ହେଉଛନ୍ତି। ଦେଶରେ ୨୪ ଘଣ୍ଟାରେ ୯୨ ହଜାର ୬୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ କରୋନା ଜନିତ ମୃତ୍ୟୁ…
Read More...

୨୪ଘଣ୍ଟାରେ ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ୨୪ଘଣ୍ଟା ଭିତରେ ଏହା ଘନୀଭୂତ ହେବା ସହିତ ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି…
Read More...

ରାଜ୍ୟରେ ୧୦ କରୋନା ଆକ୍ରାନ୍ତ ମୃତ ; ମୃତ୍ୟୁ ସଂଖ୍ୟା ୭୦୧

ଭୁବନେଶ୍ୱର : ରାଜ୍ୟରେ ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୭୦୧ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ କଟକ ଓ ପୁରୀରୁ ୨ ଜଣ ଲେଖାଏଁ , ବଲାଙ୍ଗୀର , ଗଞ୍ଜାମ , କଳାହାଣ୍ଡି, ଖୋର୍ଦ୍ଧା,…
Read More...

ରାଜ୍ୟରେ ୪ ହଜାର ୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୪ ହଜାର ୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୫୫୬ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୭୭୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଛି।…
Read More...

ରାଜଧାନୀରୁ ୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ଆଜି ଭୁବନେଶ୍ୱରରୁ ୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୧୦୪ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୩୮ ସ୍ଥାନୀୟ ସଂକମ୍ରିତ ରହିଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । ଏଯାବତ୍ ୧୮, ୨୬୭ କରୋନା ଆକ୍ରାନ୍ତ…
Read More...

ଓଡିଶା ପାଇଁ ଗୌରବର ଦିନ : ୨୦ବର୍ଷ ପରେ ରାଜ୍ୟସଭାରେ ଅଧ୍ୟକ୍ଷତା କଲେ ଓଡିଆ ସାଂସଦ

ନୂଆଦିଲ୍ଲୀ :  ଓଡ଼ିଶା ପାଇଁ ଆଜି ଏକ ଗର୍ବ ଓ ଗୌରବର ଦିନ । ଦୀର୍ଘ ୨୦ ବର୍ଷ ପରେ ଜଣେ ଓଡ଼ିଆ ସାଂସଦ ରାଜ୍ୟସଭାରେ ଅଧ୍ୟକ୍ଷତା କରିଛନ୍ତି । ବିଜୁ ଜନତା ଦଳର ସାଂସଦ ଡକ୍ଟର ସସ୍ମିତ ପାତ୍ର ଶନିବାର ରାଜ୍ୟସଭାରେ ଅଧ୍ୟକ୍ଷତା କରି ଗୃହ କାର୍ଯ୍ୟ ପରିଚାଳନା କରିଛନ୍ତି। ମହାମାରୀ (ସଂଶୋଧନ)…
Read More...