୯ ଜଣଙ୍କ ମୁୁଣ୍ଡ ନେଲା କରୋନା
ଭୁବନେଶ୍ୱର- ରାଜ୍ୟରେ ଆଜି ପୁଣି ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ ବରଗଡରୁ ୨, ଭଦ୍ରକ, ବଲାଙ୍ଗିର,କଟକ, ଗଜପତି, ପୁରୀ, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।!-->…
Read More...
Read More...