୧୧ରେ ଓୟୁଏଟି ସ୍ନାତକ ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ସ୍ନାତକ(ୟୁଜି)ପାଠ୍ୟକ୍ରମର ଏକକ ପ୍ରବେଶିକା ପରୀକ୍ଷା ଆସନ୍ତା ଅକ୍ଟୋବର ୧୧ ତାରିଖରେ ଅନୁଷ୍ଠିତ ହେବ। ଆବେଦନ ଶେଷ ହୋଇଥିଲେ ମଧ୍ୟ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସାମୟିକ ଭାବେ ପ୍ରବେଶିକାକୁ ସ୍ଥଗିତ ରଖାଯାଇଥିଲା।!-->!-->!-->…
Read More...
Read More...